Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଜୋର ଧରିଲା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା

Sanchar Live by Sanchar Live
July 21, 2025
in ରାଜନୀତି
0
ଜୋର ଧରିଲା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା
0
SHARES
707
VIEWS
FacebookTwitter

ସଂଚାର ବ୍ୟୁରୋ: ଜୋର ଧରିଲା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ରାଜ୍ୟପାଳଙ୍କୁ ଭେଟିବା ପରେ ଏହି ଚର୍ଚ୍ଚା ଜୋର ଧରିଛି । ଏଥିସହିତ ଗତ ୧୩ ମାସ ମଧ୍ୟରେ ରାଜ୍ୟରେ ବିଭିନ୍ନ ଘଟଣା ଦୁର୍ଘଟଣାକୁ ନେଇ ସରକାର ଯେଉଁଭଳି ବଦାନମ ହେଉଛନ୍ତି, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳରେ ଅଦଳବଦଳ କରିପାରନ୍ତି ବୋଲି ଗତ କିଛି ଦିନ ହେଲା ଆଲୋଚନା ହେଉଥିଲା । ହେଲେ ବଲେଶ୍ବର ଛାତ୍ରୀ ଆତ୍ମହତ୍ୟା ଘଟଣା ପରେ ବିଭିନ୍ନ ମହଲରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଇସ୍ତଫା ଦାବି ହେଉଛି । ସେହିଭଳି ପୂର୍ବରୁ ରାଜ୍ୟରେ ଆଳୁ ସଙ୍କଟ ସମୟରେ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ବିଭ୍ରାନ୍ତିକର ବୟାନକୁ ନେଇ ମଧ୍ୟ ବିରୋଧୀ ତାଙ୍କ ଇସ୍ତଫା ଦାବି କରିଥିଲେ ।

ରଥଯାତ୍ରା ସମୟରେ ହୋଇଥିବା ବିଭ୍ରାଟ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଇସ୍ତଫା ଦାବି ମଧ୍ୟ ଜୋର ଧରିଥିଲା । ଗୋପାଳପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଠାରୁ ଆରମ୍ଭ କରି ଏବେ ବଳଙ୍ଗାରେ ନାବାଳିକାକୁ ପୋଡି ମାରିଦେବାକୁ ଉଦ୍ୟମ ପର୍ଯ୍ୟନ୍ତ ସବୁଠି ଆଇନ ଶୃଙ୍ଖଳା ଓ ନାରୀ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି । ବିଶ୍ବ ଦରବାରରେ ବି ଓଡିଶା ନିନ୍ଦିତ ହୋଇଛି । ନିଜ ଦଳରୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ବିରୋଧର ସମ୍ମୁଖୀନ ହେଉଛନ୍ତି।

ତେଣୁ ସରକାର ନିଜ ଭାବମୂର୍ତ୍ତିର ସୁରକ୍ଷା ପାଇଁ ମନ୍ତ୍ରିମଣ୍ଡଳରେ ଅଦଳବଦଳ ସାଙ୍ଗକୁ ସମ୍ପ୍ରସାରଣ କରିପାରନ୍ତି ବୋଲି ରାଜନୈତିକ ସମୀକ୍ଷକମାନେ ଆକଳନ କରୁଛନ୍ତି । ଏମିତି ବି ଏବେ ବି ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ମନ୍ତ୍ରୀପଦ ଖାଲି ପଡିଛି । ନିଜେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଛଅ ଛଅଟି ବିଭାଗ ରହିଛି । ଜଣେ ଜଣେ ମନ୍ତ୍ରୀଙ୍କ ପାଖରେ ତିନି ଚାରୋଟି ଲେଖାଏଁ ବିଭାଗ ରହିଛି । ତେଣୁ କ୍ଷମତା ବିକେନ୍ଦ୍ରୀକରଣ ସାଙ୍ଗକୁ ବିଭିନ୍ନ ସ୍ତରରେ ସରକାରୀ ବିଫଳତାକୁ ଢାଙ୍କିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳ ଅଦଳବଦଳ କରିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଆଲୋଚନା ହେଉଛି ।

Tags: ministry changeodisha
ShareTweetShareSend
Sanchar Live

Sanchar Live

Next Post
ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା

ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.