Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

Sanchar Live by Sanchar Live
June 12, 2026
in ଓଡିଶା
0
ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ
0
SHARES
29
VIEWS
FacebookTwitter

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଲା । ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ, ଗୁରୁବାର ଦିନର ସୂଚନାଥିଲା କି ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଥିଲା । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା ରହିଥିଲା ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏହି ସବୁ ଜିଲ୍ଲା ଗୁଡିକରେ ବର୍ଷା ବିଜୁଳି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ରହିଥିଲା ।

Tags: Monsoonodisha
ShareTweetShareSend
Sanchar Live

Sanchar Live

Next Post
ମମତା ବାନାର୍ଜୀଙ୍କ ନାଁରେ ମାମଲା ରୁଜୁ

ମମତା ବାନାର୍ଜୀଙ୍କ ନାଁରେ ମାମଲା ରୁଜୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.