Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗରମରୁ ମିଳିବ ସାମାନ୍ୟ ଆଶ୍ୱସ୍ତି !, ଏହିସବୁ ସ୍ଥାନରେ ବର୍ଷା ସମ୍ଭାବନା

Sanchar Live by Sanchar Live
February 15, 2025
in ଓଡିଶା
0
ଗରମରୁ ମିଳିବ ସାମାନ୍ୟ ଆଶ୍ୱସ୍ତି !, ଏହିସବୁ ସ୍ଥାନରେ ବର୍ଷା ସମ୍ଭାବନା
0
SHARES
127
VIEWS
FacebookTwitter

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ହେଲାଣି ତାତି । ଫେବୃଆରୀ ମାସ ନସରୁଣୁ କଲବଲ କଲାଣି ଖରା । ଯାହା ଏବେ ଚିନ୍ତାର କାରଣ ପାଲଟିଲାଣି । ଚଳିତ ବର୍ଷ ପାଇଁ ରାଜ୍ୟରେ ପ୍ରଥମ ଥର ଦିନ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ଛୁଇଁଛି। ଏପରିକି ରାଜଧାନୀ ଭୁବନେଶ୍ବରରେ ବି ତାତି ଏବେଠୁ ହିଁ ଡରାଇଲାଣି । ଏହାରି ମଧ୍ୟରେ ଏକ ଆଶ୍ବସ୍ତିକର ଖବର ସାମ୍ନାକୁ ଆସିଛି ।

ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ହେବା ସହିତ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୦ରେ ଉତ୍ତର ଉପକୂଳ ଓଡ଼ିଶା  ଓ ମୟୂରଭଞ୍ଜ ସମେତ କେନ୍ଦୁଝର ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି  । ସେହିଭଳି ଆସନ୍ତା ତିନି ଦିନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ସହିତ ୨ ଦିନ ପରେ ରାତି ତାପମାତ୍ରା  ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ଓସିଏ ସଭାପତି ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ପଙ୍କଜ ମହାନ୍ତି

OCA ସଭାପତି ପଦରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପଙ୍କଜ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.