Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି

Sanchar Live by Sanchar Live
April 16, 2025
in ଓଡିଶା
0
ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି
0
SHARES
49
VIEWS
FacebookTwitter

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ। ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି।

ଏପ୍ରିଲ ମାସରେ ୨୨ଟି କାର୍ଯ୍ୟଦିବସ ରହିଥିବା ବେଳେ ମେ’ରେ ୪ଟି, ଜୁନରେ ୮ଟି, ଜୁଲାଇରେ ୨୬, ଅଗଷ୍ଟରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି । ସେହିପରି ସେପ୍ଟେମ୍ୱରରେ ୨୩, ଅକ୍ଟୋବରରେ ୨୦, ନଭେମ୍ୱରରେ ୨୧, ଡିସେମ୍ୱରରେ ୧୮, ଜାନୁଆରୀରେ ୨୩, ଫେବ୍ରୁଆରୀରେ ୨୪ ଓ ମାର୍ଚ୍ଚରେ ୨୨ଟି ଲେଖାଏ କାର୍ର୍ଯ୍ୟ ଦିବସ ରହିଛି ।

 

Tags: heatwaveholidayodishaschool
ShareTweetShareSend
Sanchar Live

Sanchar Live

Next Post
ଏଆଇସିସି ପକ୍ଷରୁ ଗଠନ ହେଲା ଓଡ଼ିଶା ରାଜନୈତିକ ବ୍ୟାପାର କମିଟି

ଏଆଇସିସି ପକ୍ଷରୁ ଗଠନ ହେଲା ଓଡ଼ିଶା ରାଜନୈତିକ ବ୍ୟାପାର କମିଟି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.