Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମେ’ ୩ ଯାଏ କାଳବୈଶାଖୀ, ଲାଗି ରହିବ ବର୍ଷା

Sanchar Live by Sanchar Live
April 30, 2025
in ଓଡିଶା
0
ଆଗାମୀ ୭ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା
0
SHARES
23
VIEWS
FacebookTwitter

ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଆହୁରି ୫ ଜାରି ରହିବ କାଳବୈଶାଖୀ ବର୍ଷା । ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳି ସହ ଅପରାହ୍ଣରେ ହେବ କାଳବୈଶାଖୀ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ ଏହିସବୁ ଜିଲ୍ଲାରେ ୫୦ରୁ ୬୦ କିମି ପବନ ବହିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନୁଗୋଳ, ଢେଙ୍କାନାଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି,ଝାରସୁଗୁଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୫୦ କିମି ପବନ ବହିବାର ସମ୍ଭାବନାକୁ ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ଢେଙ୍କାନାଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହାସହ ୪୦ରୁ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ,କନ୍ଧମାଳ, ନବରଙ୍ଗପୁର କୋରାପୁଟ ମାଲକାନଗିରି ଓ ରାୟଗଡ଼ା ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାହେବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ବହିବ । ଅସମ୍ଭାଳ ଗରମ ସହ ଗୁଳୁଗୁଳି ଜାରି ରହିବା ସହ ଆଗାମୀ ୫ ଦିନ ଯାଏ ଅର୍ଥାତ୍ ମେ’ ୩ ତାରିଖ ଯାଏ ଜାରି ରହିବ କାଳବୈଶାଖୀ ବର୍ଷା । ବର୍ତ୍ତମାନ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଥିବା ବେଳେ ପୁଣି ୪ ଭିତରେ ୨ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ସୋମବାର ନୂଆପଡ଼ାରେ ୮.୦ ମି.ମି. ବର୍ଷା ହୋଇଥିବା ବେଳେ ରାୟଗଡ଼ାରେ, ୩.୦ ମିମି, ବାଲେଶ୍ୱରରେ ୨.୬ ମିମି, ପାରଳାଖେମୁଣ୍ଡି ଓ ଅନୁଗୋଳରେ ୨ ମିମି ଏବଂ ଢେଙ୍କାନାଳରେ୧.୪ ମିମି ବର୍ଷା ରେକର୍ଡ କରାଯାଇଛି ।

Tags: odishathunde stromweatherreport
ShareTweetShareSend
Sanchar Live

Sanchar Live

Next Post
ବନ୍ଦ ହେଲା ଜମ୍ମୁ-କାଶ୍ମୀରର ୪୮ଟି ପର୍ଯ୍ୟଟନସ୍ଥଳୀ

ବନ୍ଦ ହେଲା ଜମ୍ମୁ-କାଶ୍ମୀରର ୪୮ଟି ପର୍ଯ୍ୟଟନସ୍ଥଳୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.