Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସୁଛି ଆଉ ଏକ ଲଘୁଚାପ !

Sanchar Live by Sanchar Live
September 27, 2024
in ଓଡିଶା
0
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
0
SHARES
60
VIEWS
FacebookTwitter

ସଂଚାର ବ୍ୟୁରୋ: ଆସୁଛି ଆଉ ଏକ ଲଘୁଚାପ ! ଆସନ୍ତା ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଓଡ଼ିଶା ସମେତ ପୂର୍ବ ଭାରତରେ ଅବପାତ ସୃଷ୍ଟିର ସମ୍ଭାବନା ମାତ୍ର ୧୦ ରୁ ୨୦% ବୋଲି ଭାରତୀୟ ପାଣିପାଗ ବିଭାଗର ବିଭିନ୍ନ ମଡେଲ ପୂର୍ବାନୁମାନ କରିଛନ୍ତି । ଆଇଏମ୍‌ଡିର ଏନ୍‌ସିଇପି ଜିଏଫଏସ୍‌ ଓ ଇସିଏମଡବ୍ଲୁଏଫ ମଡେଲର ଆକଳନ କହୁଛି, ଅକ୍ଟୋବର ପ୍ରଥମ ସପ୍ତାହ ବା ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ  ପଶ୍ଚିମ ବଙ୍ଗୋପସାଗରରେ ୬  ତାରିଖ ବେଳକୁ ଏକ ଲଘୁଚାପ  କ୍ଷେତ୍ର ସୃଷ୍ଟି ହୋଇପାରେ । ତେବେ ଆଇଏମ୍‌ଡିର ଜିଏଫଏସ୍‌ ମଡେଲ  ଅନୁସାରେ, ଗାଙ୍ଗେୟ ପଶ୍ଚିମବଙ୍ଗ  ଓ ସଂଲଗ୍ନ ଅଞ୍ଚଳରେ ୫ ତାରିଖ ବେଳକୁ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାପାତ୍ର  କହିଛନ୍ତି, ଘୂର୍ଣ୍ଣିବଳୟ ପାଇଁ ବାୟୁମଣ୍ଡଳରେ ଥିବା ଟ୍ରଫ୍‌ ପ୍ରଭାବରେ ଗୁରୁବାର  ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବୌଦ୍ଧରେ ସର୍ବାଧିକ ୪୬ମିମି  ବର୍ଷା ହୋଇଛି । ଉତ୍ତର ମଧ୍ୟ ମହାରାଷ୍ଟ୍ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରୁ ଉତ୍ତର  ବାଂଲାଦେଶ, ବିଦର୍ଭ, ଛତିଶଗଡ଼, ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ  ଉପରେ ବାୟୁମଣ୍ଡଳରେ ଏକ ଟ୍ରଫ୍‌ ଲମ୍ବିଛି । ଶୁକ୍ରବାର ଏହାର ବିଶେଷ ପ୍ରଭାବ ରହିବନି । ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ  ବର୍ଷା ହୋଇପାରେ । ଉତ୍ତର ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ଲାଗି  ରହିଥିଲା।

Tags: odisharain
ShareTweetShareSend
Sanchar Live

Sanchar Live

Next Post
ମାଓ ସଙ୍ଗଠନ ବିରୋଧରେ ଲାଗିଲା ପୋଷ୍ଟର

ମାଓ ସଙ୍ଗଠନ ବିରୋଧରେ ଲାଗିଲା ପୋଷ୍ଟର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.