Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

Sanchar Live by Sanchar Live
November 5, 2026
in ଓଡିଶା
0
0
SHARES
5
VIEWS
Facebook
Twitter

ବାତ୍ୟା ଓ ବନ୍ୟାରେ ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲା ବିଶେଷ କ୍ଷତିଗ୍ରସ୍ତ ହୋଇଛି। କେନ୍ଦ୍ରୀୟ ଟିମ୍ ଆସି ଏହାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପରେ ରାଜ୍ୟ ସରକାରଙ୍କ ବୈଠକରେ କେନ୍ଦ୍ରୀୟ କମିଟି ଆଗରେ ୨ ହଜାର ୫୨୬ କୋଟିର କ୍ଷୟକ୍ଷତି ସହାୟତା ପାଇଁ ଦାବୀ ରଖିଲା ଓଡିଶା।ଏହା ସହ ୩ ଜିଲ୍ଲାରେ ବାତ୍ୟା ବନ୍ୟାରେ ସ୍ଥାୟୀ ସମାଧାନ ପାଇଁ ୧୦ ହଜାର କୋଟିର ସ୍ୱତନ୍ତ୍ର ସହାୟତା ନେଇ ମଧ୍ୟ ଦାବୀ ରଖାଗଲା। ୮ ରୁ ୧୦ ଦିନ ମଧ୍ୟରେ ଚୂଡାନ୍ତ ରିପୋର୍ଟ ଆସିବା ପରେ କେନ୍ଦ୍ର ସରକାରଙ୍କ ପାଖରେ ଦାଖଲ କରାଯିବ ବୋଲି ଏସଆରସି ରାଜେଶ ପ୍ରଭାକର ପାଟିଲ କହିଛନ୍ତି।

ସ୍ଥିତି ଅନୁଧ୍ୟାନ ପରେ ଗୁରୁବାର ଲୋକ ସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ସହ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ୮ ଜଣିଆ କେନ୍ଦ୍ରୀୟ କମିଟି। ସ୍ଥିତି ଅନୁଧ୍ୟାନ ବେଳେ ଅତିରିକ୍ତ କ୍ଷତି ହୋଇଥିବା କେନ୍ଦ୍ରୀୟ ଟିମ ଉପଲବ୍ଧି କରିଛନ୍ତି। ବିଭିନ୍ନ ବିଭାଗର ସଚିବ ମାନେ ମଧ୍ୟ ବୈଠକରେ ସାମିଲ ଥିଲେ ବୋଲି ଏସଆରସି କହିଛନ୍ତି।

Related posts

ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

November 5, 2026
ରାଜ୍ୟ ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ

ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

November 5, 2026
Tags: floododisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା
  • ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର
  • ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.