Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ବଦଳିଲା ପାଗ, ତାତିରୁ ମିଳିଲା ଆଶ୍ବସ୍ତି

Sanchar Live by Sanchar Live
March 19, 2025
in ଓଡିଶା
0
ରାଜ୍ୟରେ ବଦଳିଲା ପାଗ, ତାତିରୁ ମିଳିଲା ଆଶ୍ବସ୍ତି
0
SHARES
24
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ ବଦଳିଲା ପାଗ  l ୨୩ ତାରିଖ ଯାଏ ତାତିରୁ ମିଳିବ ଆଶ୍ବସ୍ତି । କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ସୂଚନା । କୁଆପଥର ବର୍ଷା ସାଙ୍ଗକୁ ୩୦ରୁ ୪୦ କିଲୋମିଟର ଯାଏଁ ପବନ ବହିବା ସମ୍ଭାବନା ରହିଛି । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଭଦ୍ରକ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ସୁନ୍ଦରଗଡ ପରି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରିଛି ପାଣିପାଗ କେନ୍ଦ୍ର । ୨୧ ତାରିଖରେ ବର୍ଷା ପରିମାଣ ବଢିବା ସହ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଓ ଝାରସୁଗୁଡାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ପବନର ବେଗ ୫୦ରୁ ୬୦ କିଲୋମିଟର ରହିବ । ତେଣୁ ୨୨ ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା କମିପାରେ । ଆଜି ଭୁବନେଶ୍ୱରରେ ୩୪.୬ ଓ କଟକରେ ୩୪.୦  ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

 

Tags: heatwaveodishaweatherreport
ShareTweetShareSend
Sanchar Live

Sanchar Live

Next Post
ମଣିପୁରରେ ପୁଣି ହିଂସା

ମଣିପୁରରେ ପୁଣି ହିଂସା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.