Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଡିସେମ୍ବର ଓ ଜାନୁଆରୀରେ ଅଧିକ ଥରିବ ଓଡିଶା

Sanchar Live by Sanchar Live
November 18, 2024
in ଓଡିଶା
0
ଡିସେମ୍ବର ଓ ଜାନୁଆରୀରେ ଅଧିକ ଥରିବ ଓଡିଶା

Oplus_131072

0
SHARES
5
VIEWS
FacebookTwitter

ଭୁବନେଶ୍ୱର : ରାଜ୍ୟ ରେ କମିବ ତାପମାତ୍ରା ବଢିବ ଶୀତ। ନଭେମ୍ବର ତୃତୀୟ ସପ୍ତାହ ରୁ ଶୀତ ଅନୁଭବ ହେଉଚି । ଡିସେମ୍ବର ଓ ଜାନୁଆରୀ ରେ ଅଧିକ ଶୀତ ପଡ଼ିବ ବୋଲି ଆଗୁଆ ଆକଳନ କରିଚି ପାଣିପାଗ ବିଭାଗ । ଆଗାମୀ ୫ ଦିନ ଯାଏ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ସେଭଳି କିଛି ବଡ ପରିବର୍ତନ ହେବାକୁ ନଥିବା ବେଳେ କିଛି ସ୍ଥାନରେ ୪୮ ଘଣ୍ଟା ପରେ ୨ ରୁ ୪ ଡିଗ୍ରୀ ଯାଏ ତାପାମାତ୍ର କମିବାର ସମ୍ଭାବନା ରହିଛି । ତାପମାତ୍ରା ହ୍ରାସ ସହ ରାଜ୍ୟରେ ପଡିବ ଶୀତ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ହେବା ସହ ଅନ୍ୟ ଅଂଚଳରେ ଅନୁଭବ ହେଉଚି ଶୀତ। ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି।ଦିନର ତାପମାତ୍ରା ସ୍ବାଭାବିକ କୁ ଫେରିଛି। ଆଦ୍ରତାର ମାତ୍ରା କମିଲେ ତାପମାତ୍ରା ହ୍ରାସ ହେବ। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରେକର୍ଡ ହୋଇଛି , ଦାରିଂବାଡ଼ି ରେ ୧୧.୫ ଡିଗ୍ରୀ ରେକର୍ଡ । ଭୁବନେଶ୍ବର କଟକ ରେ ତାପମାତ୍ରା ୧୬.୦୮ଡିଗ୍ରୀ ରେକର୍ଡ ହୋଇଛି । ଭବାନୀପାଟଣା ଓ ଫୁଲବାଣୀ ରେ ଘନ କୁହୁଡି ଦେଖା ଦେଇଛି । ଭବାନୀପାଟଣା ରେ ଦୃଶ୍ୟମାନ ଦୂରତା ୧୦୦ ମିଟର ଥିବାବେଳେ ଫୁଲବାଣୀ ରେ ୨୦୦ ମିଟର ରହିଥିଲା । ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି ର କିଛି ସ୍ଥାନ ରେ ହାଲୁକା କୁହୁଡି ଦେଖାଦେବ ବୋଲି ଆଗୁଆ ସତର୍କ କରିଚି ପାଣିପାଗ ବିଭାଗ।

Tags: odishawinter
ShareTweetShareSend
Sanchar Live

Sanchar Live

Next Post
ଝିଅକୁ ଦୁଷ୍କର୍ମ ଅଭିଯୋଗରେ ବାପାକୁ ୨୫ ବର୍ଷ ଜେଲ

ଝିଅକୁ ଦୁଷ୍କର୍ମ ଅଭିଯୋଗରେ ବାପାକୁ ୨୫ ବର୍ଷ ଜେଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.