Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ୧୦ଡ଼ିଗ୍ରି ତଳେ ୮ ସହର, ଆହୁରି କଲବଲ କରିବ ଶୀତ

Sanchar Live by Sanchar Live
December 16, 2024
in ଓଡିଶା
0
ରାଜ୍ୟରେ ୧୦ଡ଼ିଗ୍ରି ତଳେ ୮ ସହର, ଆହୁରି କଲବଲ କରିବ ଶୀତ
0
SHARES
19
VIEWS
FacebookTwitter

ଭୁବନେଶ୍ବର: ପ୍ରବଳ ଶୀତରେ ସାରା ଓଡ଼ିଶା ଥରୁଛି। ବଣ, ପାହାଡ଼ ଘେରା ଅଞ୍ଚଳର ଲୋକେ ଅଧିକ ହନ୍ତସନ୍ତ ହେଉଛନ୍ତି। ସୂର୍ଯ୍ୟ ଉଦୟ ହେଲେ ସାମାନ୍ୟ ଆଶ୍ବସ୍ତି ଲାଭ କରୁଥିବା ବେଳେ ସୂର୍ଯ୍ୟାସ୍ତ ପରଠାରୁ ପୁଣି ସମାନ ପରିସ୍ଥିତିର ସାମ୍ନା କରିବାକୁ ପଡୁଛି। ଜୀବଜନ୍ତୁ ଓ ବୟସ୍କମାନଙ୍କୁ ଶୀତ ଅଧିକ କଲବଲ କରୁଛି। ଆଗାମୀ ଦିନରେ ଶୀତ ଆହୁରି ବଢ଼ିବାର ଆଶଙ୍କା ରହୁଛି। ଆଭ୍ୟନ୍ତରୀଣରୁ ଉପକୂଳରୁ ଓଡିଶା ପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ କୋଲଡ ୱେବ ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ୮ଟି ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ରହିଛି। ଏଥିରେ ଝାରସୁଗୁଡ଼ାର ତାପାତ୍ରା ୬.୮ ଡିଗ୍ରି ରହିଛି। ରାଉରକେଲାରେ ୬.୮ ଡିଗ୍ରି, ଫୁଲବାଣୀରେ ୮.୫ ଡିଗ୍ରି, ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରି, ଅନୁଗୁଳରେ ୯ ଡିଗ୍ରି, କେନ୍ଦୁଝରରେ ୯.୨ ଡିଗ୍ରି, ସୁନ୍ଦରଗଡ଼ରେ ୯.୪ ଡିଗ୍ରି, ଭବାନୀପାଟଣାରେ ୯.୪ ଡିଗ୍ରି, ଭୁବନେଶ୍ୱରରେ ୧୩ ଡିଗ୍ରି ଏବଂ କଟକରେ ୧୧.୫ ଡିଗ୍ରି ରେକର୍ଡ କରାଯାଇଛି।

ପାଣିପାଗ ବିଭାଗ କହିଛି, ଆଗାମୀ ୩ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ୧୭ ଠାରୁ ପୁଣି ରାଜ୍ୟରେ ବର୍ଷାର ସମ୍ଭାବନା ଅଛି। ବାୟୁର ଦିଶା ପରିବର୍ତ୍ତନକୁ ନେଇ ବଙ୍ଗୋପ ସାଗରରୁ ରାଜ୍ୟ ମଧ୍ୟକୁ ଯେଉଁ ବାୟୁ ପ୍ରବାହିତ ହେଉଛି। ଏହାଦ୍ୱାରା ଆଦ୍ରତାର ପରିମାଣ ରହୁଛି। ଫଳରେ ଆକାଶ ମେଘୁଆ ସହ କାଁଭାଁ ବର୍ଷା ସମ୍ଭାବନା ରହିଛି।

୧୭ ତାରିଖରେ ବର୍ଷା ସମ୍ଭାବନାକୁ ନେଇ ଗଜପତି, ଗଂଜାମ, ପୁରୀ, ରାୟଗଡ଼ା ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୮ ତାରିଖରେ ଗଜପତି, ଗଂଜାମ, ପୁରୀ, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲା ଏବଂ ୧୯ ତାରିଖରେ ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପୁଣି ୨୦ ତାରିଖ  ପରଠୁ ପାଗରେ ଶୁଖିଲା ଆସିବା ବୋଲି ପୂର୍ବାନୁମାନ କରାଯାଇଛି।

Tags: weather reportwinter
ShareTweetShareSend
Sanchar Live

Sanchar Live

Next Post
ହଟିଲା କାର୍ତ୍ତିକ କଟକଣା, ଖୋଲିଲା ଚାରିଦ୍ୱାର

ଆଜି ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.