Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅସହ୍ୟ ଶୀତରେ ଥରୁଛି ଓଡ଼ିଶା

Sanchar Live by Sanchar Live
December 8, 2025
in ଓଡିଶା
0
ଅସହ୍ୟ ଶୀତରେ ଥରୁଛି ଓଡ଼ିଶା
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା । ଜାଡ଼ରେ ଥରଥର ରାଜ୍ୟବାସୀ । ଚଳିତଥର ପ୍ରଥମ ଥର ପାଇଁ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ରେକର୍ଡ । କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ପ୍ରଥମ ଥର ପାଇଁ ୪.୪°ସେଲସିୟସ ରେକର୍ଡ ହୋଇଛି ସର୍ବନିମ୍ନ ରାତ୍ରି ତାପମାତ୍ରା । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ।

ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ଠାରୁ ପ୍ରାୟ ୫ରୁ ୬ ଡିଗ୍ରୀ ସେଲସିୟସ କମ ରହିଛି । ଦକ୍ଷିଣ ଉପକୂଳ ଓଡିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୪ଡିଗ୍ରୀ କମ ରହିଛି । ଆଜି ୪ ଜିଲ୍ଲା ଅନୁଗୁଳ, ଖୋର୍ଦ୍ଧା, ଝାରସୁଗୁଡ଼ା ଓ ଜଗତସିଂହପୁରରେ ଶୀତଲହରୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୩ରୁ ୪ଦିନ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପ୍ରବଳ ଥଣ୍ଡା ସମେତ କେତେକ ସ୍ଥାନରେ ଶୀତଲହରୀ ଜାରି ରହିବ ।

Tags: odishaweather reportwinter
ShareTweetShareSend
Sanchar Live

Sanchar Live

Next Post
ଥରେ ପଢ଼ି ନିଅନ୍ତୁ, ଆଧାରକାର୍ଡକୁ ନେଇ ଆସିଲା ବଡ଼ ଖବର

ଥରେ ପଢ଼ି ନିଅନ୍ତୁ, ଆଧାରକାର୍ଡକୁ ନେଇ ଆସିଲା ବଡ଼ ଖବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.