Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶୀତରୁ ମିଳିବ ସାମାନ୍ଯ ଆଶ୍ଵସ୍ତି, ଆସନ୍ତା ୪ ଦିନ ପର୍ଯ୍ଯନ୍ତ ରାଜ୍ଯରେ ହାଲୁକା ଶୀତ

Sanchar Live by Sanchar Live
January 6, 2025
in ଓଡିଶା
0
ଶୀତରୁ ମିଳିବ ସାମାନ୍ଯ ଆଶ୍ଵସ୍ତି, ଆସନ୍ତା ୪ ଦିନ ପର୍ଯ୍ଯନ୍ତ ରାଜ୍ଯରେ ହାଲୁକା ଶୀତ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ଶୀତ । ଉପାନ୍ତରୁ ଉପକୂଳ ସବୁଠି ରହିବ ଶୁଖିଲା ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଉପକୂଳରେ ୧୫ ଡିଗ୍ରୀରୁ ଅଧିକ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ତାପମାତ୍ରା କମ୍ ରହିଛି । ଏଭଳି ପାଗ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ । ୪ ଦିନ ପରେ ରାଜ୍ୟରେ ପୁଣି ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି । ସେପଟେ ଆସନ୍ତା ଦୁଇ ଦିନ ପାଇଁ ଅତି ଘନକୁହୁଡି ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ସୁନ୍ଦରଗଡ, ଢେଙ୍କାନାଳ, କଟକ, କଳହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୨୦ ମିଟର କିମ୍ବା ଜିରୋ ଭିଜିବିଲିଟି ରହିବାର ସମ୍ଭାବନା ରହିଛି । ସେହିଭଳି ଖୋର୍ଦ୍ଧା, ଅନୁଗୁଳ, ଗଜପତି, ଗଞ୍ଜାମ, ରାୟଗଡା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର ଏବଂ ମାଲକାନଗିରିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ । ଗତ ୨୪ ଘଣ୍ଟାରେ ରାଜ୍ୟର ୨ ଟି ସହରରେ ଶୀତ ଲହରୀ ଅନୁଭୁତ ହୋଇଛି । ପାହାଡିଆ ଅଞ୍ଚଳ ଭାବରେ ୭.୫ ଡିଗ୍ରୀ ସହ କୋରାପୁଟ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରିଥିବା ବେଳେ ସମତଳ ଅଞ୍ଚଳ ଭାବରେ ଦାରିଙ୍ଗବାଡିରେ ୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ୧୦.୫, ନବରଙ୍ଗପୁରରେ ୧୦.୫, ଝାରସୁଗୁଡାରେ ୧୦.୮ ଏବଂ ଅନୁଗୁଳରେ ୧୧ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବରରେ ୧୪.୫ ଏବଂ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Tags: weather reportwinter
ShareTweetShareSend
Sanchar Live

Sanchar Live

Next Post
ଜଗତସିଂହପୁର ବଡ଼ବାଗ ବାଣ ବିସ୍ଫୋରଣ ଘଟଣା : ମୃତକଙ୍କ ଘରୁ ଜବତ ହେଲା ପୁଳାପୁଳା ବାଣ ଓ ବାରୁଦ

ଜଗତସିଂହପୁର ବଡ଼ବାଗ ବାଣ ବିସ୍ଫୋରଣ ଘଟଣା : ମୃତକଙ୍କ ଘରୁ ଜବତ ହେଲା ପୁଳାପୁଳା ବାଣ ଓ ବାରୁଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.