Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ମଶାଣିରୁ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ଅଧାପୋଡ଼ା ଶବ ଜବତ କଲା ପୋଲିସ

Sanchar Live by Sanchar Live
November 9, 2024
in ଅପରାଧ
0
ମଶାଣିରୁ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ଅଧାପୋଡ଼ା ଶବ ଜବତ କଲା ପୋଲିସ
0
SHARES
24
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ହାଇଡ୍ରାମା । ଅଧା ପୋଡ଼ା ମୃତଦେହ ଜବତ କଲା ପୋଲିସ । ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନଙ୍କ ମୃତ୍ୟୁ ପରେ ବିବାଦ ଦେଖାଦେଇଛି । ଶବ ବ୍ୟବଚ୍ଛେଦ ନକରି, କାହାକୁ ନଜଣାଇ ଶବଦାହ କରୁଥିବା ବେଳେ ଖବର ପାଇ ସମ୍ପର୍କୀୟ ଓ ପୋଲିସ ସତ୍ୟନଗର ମଶାଣିରେ ପହଞ୍ଚିଛନ୍ତି । ବୋହୂ କାହାକୁ ନଜଣାଇ ଶାଶୁ ତଥା ଅଶ୍ରୁକଣା ପ୍ରଧାନଙ୍କ ଶବ ପୋଡ଼ିବା ବେଳେ ଉତ୍ତେଜନା ଦେଖାଦେଇଛି । ପୋଲିସ ମୃତଦେହକୁ ଅଧା ପୋଡ଼ା ଅବସ୍ଥାରେ ଜବତ କରିଛି ।

ସମ୍ପତ୍ତି ପାଇଁ ବୋହୁ ଶାଶୂଙ୍କ ମାରି ଦେଇଥିବା ଅଭିଯୋଗ ହେଇଥିବା ବେଳେ , ବୋହୁଙ୍କ ଅଭିଯୋଗ ଆମ ସମ୍ପର୍କୀୟ ସମ୍ପତ୍ତି ପାଇଁ ମିଛ କହିଛନ୍ତି । ଘରେ ଶାଶୂଙ୍କ ସମ୍ପର୍କୀୟ ଲୋକ ଅନେକ ବର୍ଷ ଧରି ମତେ ନିର୍ୟାତନା ଦେଇ ଆସୁଥିବା ଅଭିଯୋଗ କରିଥିବା ହେତୁ ସିଏ କାହାକୁ କିଛି ନକହି ଶେଷକୃତ୍ୟ କରୁଥିବା କହିଛନ୍ତି । ଅନ୍ୟପଟେ ବୋହୁ ଶାଶୂଙ୍କୁ ନିର୍ୟାତନା ଦେଉଥିବା ଅଭିଯୋଗ ଆଣିଛନ୍ତି ମୃତକଙ୍କ ସାନ ଭଉଣି । ଘଟଣା ସ୍ଥଳରେ ଖାରବେଳନଗର ପୋଲିସ ପହଞ୍ଚି ମୃତ ଦେହକୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।

Tags: bhubaneswarodisha
ShareTweetShareSend
Sanchar Live

Sanchar Live

Next Post
ନିଯୁକ୍ତି ପାଇବେ ଏକ୍ସ ସର୍ଭିସ୍ ମ୍ୟାନ

ବରିଷ୍ଠ ଆଇଏଏସସ୍ତରରେ ଅଦଳବଦଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.