Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୫ ଦିନ ମଧ୍ୟରେ ରାଜ୍ୟର ୬୭୯ ଥାନାରେ ମିଳିବ ନୂଆ ସ୍କର୍ପିଓ, ତଦନ୍ତକାରୀ ଅଧିକାରୀଙ୍କୁ ବାଇକ୍

Sanchar Live by Sanchar Live
January 18, 2025
in ଓଡିଶା
0
୧୫ ଦିନ ମଧ୍ୟରେ ରାଜ୍ୟର ୬୭୯ ଥାନାରେ ମିଳିବ ନୂଆ ସ୍କର୍ପିଓ, ତଦନ୍ତକାରୀ ଅଧିକାରୀଙ୍କୁ ବାଇକ୍
0
SHARES
43
VIEWS
FacebookTwitter

ଭୁବନେଶ୍ୱର : ୧୫ ଦିନ ମଧ୍ୟରେ ରାଜ୍ୟର ୬୭୯ ଥାନାରେ ମିଳିବ ନୂଆ ସ୍କର୍ପିଓ। ପୋଲିସର କାର୍ଯ୍ୟ ଦକ୍ଷତା ବଢ଼ାଇବା ପାଇଁ ଏହି ବ୍ୟବସ୍ଥା ହୋଇଛି । ପ୍ରଥମ ଥର ପାଇଁ  ତଦନ୍ତକାରୀ ଅଧିକାରୀଙ୍କୁ ମିଳିବ ବାଇକ୍ ସହ ଇନ୍ଭେଷ୍ଟିଗେଟିଂ କିଟ୍ । ଏଥିରେ ରହିବ ଲାପଟପ୍, ସ୍ମାର୍ଟ ଫୋନ୍, ପେନ୍ ଡ୍ରାଇଭ୍ । ପ୍ରଥମ ପର୍ଯ୍ୟୟରେ 2500 ବାଇକ୍ ପ୍ରଦାନ କରାଯିବ ।

ତଦନ୍ତକରି ଅଧିକାରୀଙ୍କୁ ଇନ୍ଧନ, ମେଣ୍ଟେନଂଶ ପାଇଁ ମଧ୍ୟ ଖର୍ଚ୍ଚ ଦିଆଯିବ । ଏଣିକି ମାମଲାର ତଦନ୍ତ କରୁଥିବା ଅଧିକାରୀଙ୍କ ପାଇଁ ଆସିବ ସ୍ଵତନ୍ତ୍ର ବଜେଟ । ଏନେଇ ରାଜ୍ୟ ସରକାରଙ୍କୁ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି । ଗତ ବର୍ଷ ଦୁଇ ଲକ୍ଷ 11ହଜାର ମାମଲା ହୋଇଥିଲା । ତଦନ୍ତକାରୀ ଅଧିକାରୀ ରାଜ୍ୟ ଓ ରାଜ୍ୟ ବାହାରକୁ ଯାଇ ତଦନ୍ତ କରୁଛନ୍ତି । ସେଥିପାଇଁ ତଦନ୍ତ ପାଇଁ ସ୍ବତନ୍ତ୍ର ବଜେଟ ପାଇଁ ଦିଆଯାଇଛି ପ୍ରସ୍ତାବ । ରାଜ୍ୟ ସରକାର 31ମାର୍ଚ୍ଚ ସୁଦ୍ଧା ଏହା ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର କହିଛନ୍ତି ।

ସେହିପରି ଉପକୂଳ ସୁରକ୍ଷା ପାଇଁ ରାଜ୍ୟରେ ଥିବା 11 ଟି ଜନବସତି ନଥିବା ଦ୍ଵୀପ ରେ ପ୍ରଥମ ଥର ପାଇଁ ଜାତୀୟ ପତାକା ଉତ୍ତୋଳନ କରାଯିବ। ଏଥିପାଇଁ ପୋଲିସ ପକ୍ଷ ରୁ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେହିପରି 18 ଟି ମେରାଇନ ଥାନା ପାଇଁ ସ୍ବତନ୍ତ୍ର ବୋଟ ଆସିବ । ଏନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ପି ଯୋଗେଶ ବାହାଦୂର ଖୁରାନିଆ।

Tags: odishapolice station
ShareTweetShareSend
Sanchar Live

Sanchar Live

Next Post
ପୋଷାକ ବଦଳେଇ ମମ୍ବାଇରେ ବୁଲୁଛି ସୈଫଙ୍କୁ ଆକ୍ରମଣ କରିଥିବା ଦୁର୍ବୃତ୍ତ

ପୋଷାକ ବଦଳେଇ ମମ୍ବାଇରେ ବୁଲୁଛି ସୈଫଙ୍କୁ ଆକ୍ରମଣ କରିଥିବା ଦୁର୍ବୃତ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.