Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ

Sanchar Live by Sanchar Live
June 10, 2025
in ଓଡିଶା
0
ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ
0
SHARES
30
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ ହୋଇଥିଲା । ୧୨ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହୋଇଥିଲା । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ ହୋଇଥିଲା ।
ଚଳିତ ବର୍ଷ ସମୁଦାୟ 92,488 ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବାବେଳେ 80,324 ପରୀକ୍ଷାର୍ଥୀ (86.84 ଶତକଡା ) ପରୀକ୍ଷାରେ ଅଂଶ ଗ୍ରହଣ କରିଥିଲେ ।

ନର୍ସିଙ୍ଗ ପାଠ୍ୟକ୍ରମ ବ୍ୟତୀତ, ଅନ୍ୟାନ୍ୟ ପାଠ୍ୟକ୍ରମ ମଧ୍ୟରୁ 55,362 ପରୀକ୍ଷାର୍ଥୀଙ୍କୁ ନିଜ ନିଜ ର ପ୍ରଦର୍ଶନ ଅନୁଯାୟୀ ସେମାନଙ୍କର ଅନୁରୂପ ପାଠ୍ୟକ୍ରମରେ ସ୍ଥାନ (Rank) ଦିଆଯାଇଛି । ବିଭିନ୍ନ ପାଠ୍ୟକ୍ରମର ଶୀର୍ଷସ୍ଥାନ ଗ୍ରହଣ କରିଥିବା ପରୀକ୍ଷାର୍ଥୀ ମାନଙ୍କର ତାଲିକା ଦିଆଯାଇଛି । ନର୍ସିଙ୍ଗ ପାଠ୍ୟକ୍ରମର ଫଳାଫଳ ରାଜ୍ୟ DMET ତରଫରୁ ପ୍ରକାଶ କରାଯିବ । ପରୀକ୍ଷାର୍ଥୀମାନେ OJEE website www.ojee.nic.in ରୁ ନିଜ ନିଜର Rank Card ପାଇପାରିବେ ।

Tags: ojeeresult
ShareTweetShareSend
Sanchar Live

Sanchar Live

Next Post
ଦେବସ୍ନାନ ପୂର୍ଣ୍ଣିମାରେ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ

ଦେବସ୍ନାନ ପୂର୍ଣ୍ଣିମାରେ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.