Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଋଷିକୂଲ୍ଯା ମୁହାଣରେ ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ

Sanchar Live by Sanchar Live
February 21, 2025
in ଓଡିଶା
0
ଋଷିକୂଲ୍ଯା ମୁହାଣରେ ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
0
SHARES
2
VIEWS
FacebookTwitter

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛମାନଙ୍କ ସାମୂହିକ ଅଣ୍ଡା ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାୟ ୬ ଲକ୍ଷ କଇଁଛ ଆସି ପହଞ୍ଚିଛନ୍ତି । ସୁରକ୍ଷିତ ଅଣ୍ଡାଦାନ ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ମୁହାଣ ପାଖରେ ଥିବା ୫ଟି ଗାଁ ଲୋକଙ୍କୁ ସଚେତନ କରାଯାଇଅଛି । ସେମାନେ ପ୍ରଶାସନକୁ ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି । କଇଁଛଙ୍କ ସୁରକ୍ଷା ପାଇଁ ୫ କିଲୋମିଟର ବ୍ୟାପୀ ସମୁଦ୍ରକୂଳରେ ତାରବାଡ଼ ଦିଆଯାଇଛି। ସମୁଦ୍ର କୂଳକୁ ଯିବା ପାଇଁ ଲୋକଙ୍କୁ ବାରଣ କରାଯାଇଛି । ମାଛଧରା ଗତ ନଭେମ୍ବର ମାସରୁ ବାରଣ ରହିଛି । ଆଗାମୀ ୩ ମାସ ଅଲିଭ ରିଡଲେ କଇଁଛମାନଙ୍କ ସୁରକ୍ଷିତ ଅଣ୍ଡା ଦାନ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ବନ୍ଯଜନ୍ତୁ ପିସିସିଏଫ ପ୍ରେମ କୁମାର ଝା ।

Tags: odisharushikulya
ShareTweetShareSend
Sanchar Live

Sanchar Live

Next Post
କଂଗ୍ରେସ ଭବନରେ ନେତା ଓ କର୍ମୀଙ୍କୁ ଭେଟିଲେ ପିସିସି ସଭାପତି

କଂଗ୍ରେସ ଭବନରେ ନେତା ଓ କର୍ମୀଙ୍କୁ ଭେଟିଲେ ପିସିସି ସଭାପତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.