Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲା ଶୁଣିଛନ୍ତି ବିସ୍ଫୋରଣ ଶବ୍ଦ

Sanchar Live by Sanchar Live
May 10, 2025
in ଭାରତ
0
ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲା ଶୁଣିଛନ୍ତି ବିସ୍ଫୋରଣ ଶବ୍ଦ
0
SHARES
41
VIEWS
FacebookTwitter

ସୀମାରେ ପୁଣି ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ । ଶ୍ରୀନଗରେ ପାକିସ୍ତାନ ପଟୁ ଡ୍ରୋନ ଆକ୍ରମଣ ହୋଇଥିବା ସୂଚନା । ଶ୍ରୀନଗର ଲାଲଚୌକ ସହ ବିଭିନ୍ନ ସ୍ଥାନରେ ଡ୍ରୋନ ଆକ୍ରମଣ ହୋଇଥିବା ସୂଚନା ମିଳିଥିବା ବେଳେ ଖୋଦ୍ ଜମ୍ମୁକାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲା ବିସ୍ଫୋରଣ ଶବ୍ଦ ଶୁଣିଥିବା କହିଛନ୍ତି ଏବଂ ଅସ୍ତ୍ରବିରତି ନେଇ ପ୍ରଶ୍ନ ଉଠାଇଛନ୍ତି । ଭାରତ-ପାକିସ୍ତାନ ଅସ୍ତ୍ରବିରତି ନେଇ ହୋଇଥିବା ସହମତି କୁଆଡେ ଗଲା ବୋଲି ପ୍ରଶ୍ନ ଉଠାଇଛନ୍ତି ଓମାର ।

ସେପଟେ ଶ୍ରୀନଗରରେ ୭୦ରୁ ଅଧିକ ଡ୍ରୋନ ଉଡୁଥିବା କୁହାଯାଉଥିବା ବେଳେ ପାକିସ୍ତାନ ଡ୍ରୋନ ଆକ୍ରମଣକୁ ପଣ୍ଡ କରିଛନ୍ତି ଭାରତୀୟ ଯବାନ ଆଉ ସମସ୍ତ ଡ୍ରୋନକୁ ଖାସାଇ ଦେଇଛନ୍ତି । ତେବେ ସୀମାରେ ଏବେ କୌଣସି ଗୁଳିମାଡ ହେଉନଥିବା ସେନା ସୂତ୍ରରୁ ସୂଚନା ମିଳିଛି ।

 

Tags: firingomar abdullasrinagar
ShareTweetShareSend
Sanchar Live

Sanchar Live

Next Post
ବ୍ରେକଅପ୍ କରିବାକୁ ଚାହୁଁଛନ୍ତି କି ? ଜାଣି ରଖନ୍ତୁ ଏହି କଥା…

ବ୍ରେକଅପ୍ କରିବାକୁ ଚାହୁଁଛନ୍ତି କି ? ଜାଣି ରଖନ୍ତୁ ଏହି କଥା...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.