Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଖୁବଶୀଘ୍ର କମିବ ପିଆଜ ଦର

Sanchar Live by Sanchar Live
October 12, 2024
in Uncategorized
0
ଖୁବଶୀଘ୍ର କମିବ ପିଆଜ ଦର
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି କନ୍ଦାଇଲାଣି ପିଆଜ ଦର ।  ଅଧିକାଂଶ ସ୍ଥାନରେ ପିଆଜ କିଲୋ ପ୍ରତି ୬୦ରୁ ୬୫ଟଙ୍କାରେ ବିକ୍ରି ହେଉଛି ।  କିଛି ଦିନ ପରେ ପୁଣି ହଠାତ ପିଆଜ ଦର ବଢିଥିବାରୁ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ପନିପରିବା ଦର ଆକାଶ ଛୁଆଁ ଥିବା ବେଳେ ହଠାତ ଆଳୁ ପିଆଜ ଦର ଖାଉଟିଙ୍କୁ ହନ୍ତସନ୍ତ କରିଛି ।

ସେପଟେ ପିଆଜ ଦର ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଦେଶର ବହୁ ସ୍ଥାନରେ ପ୍ରବଳ ବର୍ଷା ଫଳରେ ପିଆଜ ଫସଲ ନଷ୍ଟ ହୋଇଛି ।  ଫଳରେ ବଜାରକୁ କମ୍ ପିଆଜ ଆସୁଛି ।  ସାରା ଦେଶରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି ।  ତେବେ ଏହି ଅବସ୍ଥା କମ ଦିନ ରହିବ ବୋଲି ସେ କହିଛନ୍ତି ।  ସଙ୍କଟର ସମାଧାନ ପାଇଁ ସରକାର ଏବେ ଆଳୁ ମିଶନ, ପିଆଜ ମିଶନ ଭଳି ପଦକ୍ଷେପ ନେଉଛନ୍ତି ବୋଲି ସେ କହିଛନ୍ତି ।

Tags: odishaonion
ShareTweetShareSend
Sanchar Live

Sanchar Live

Next Post
ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ଛବି ସୁଧାର

କଟକବାସୀଙ୍କୁ ମୁଖ୍ଯମନ୍ତ୍ରୀ ଦେଲେ ଖୁସି ଖବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.