Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ବାରବାଟୀରେ ଦିନିକିଆ: ଆଜିଠୁ ଅନଲାଇନ୍ ଟିକେଟ୍

Sanchar Live by Sanchar Live
February 2, 2025
in କ୍ରୀଡ଼ା
0
ବାରବାଟୀରେ ଦିନିକିଆ: ଆଜିଠୁ ଅନଲାଇନ୍ ଟିକେଟ୍
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଭାରତ-ଇଂଲଣ୍ଡ ଦିନିକିଆ ମ୍ଯାଚ ପାଇଁ ଆଜିଠାରୁ ବାରବାଟୀରେ ଆରମ୍ଭ ହେବ ଟିକେଟ ବିକ୍ରି । ଅନଲାଇନରେ ଆଜିଠାରୁ ଟିକେଟ ବିକ୍ରି ଆରମ୍ଭ ହେବ । ପ୍ରଥମ ପର୍ଯ୍ଯାୟରେ ୪ ହଜାର ଟିକେଟ ବିକ୍ରି କରାଯିବ । ୩ ଓ ୪ ତାରିଖରେ ଓସିଏ ଅନୁବନ୍ଧିତ ସଂଗଠନ ଗୁଡିକୁ ପ୍ରାୟ ୧୪ ହଜାର ଟିକେଟ ବିକ୍ରି କରାଯିବ । ୫ ଓ ୬ ତାରିଖରେ ସାଧାରଣ ଦର୍ଶକଙ୍କ ପାଇଁ କାଉଣ୍ଟରରେ ବିକ୍ରିହେବ ପ୍ରାୟ ୧୨ ହଜାର ଟିକେଟ । ହର୍ସଗେଟ ପାଖ କାଉଣ୍ଟରରେ ୬ ହଜାର ଟଙ୍କାରୁ ଅଧିକ ମୂଲ୍ଯର ଟିକେଟ ବିକ୍ରି କରାଯିବ । ଅନ୍ଯ ଗ୍ଯାଲେରୀ ପାଇଁ ୪ଟି କାଉଣ୍ଟରରେ ମିଳିବ ଟିକେଟ । ସକାଳ ୧୦ଟା ରୁ କାଉଣ୍ଟରରେ ମିଳିବ ଟିକେଟ । ପରିଚୟପତ୍ର ଦେଖାଇ ଜଣକ ପିଛା ଦୁଇଟି ଟିକେଟ କିଣିପାରିବେ ଦର୍ଶକ । ୫ ଟିକିଆ ଟି-୨୦ ସିସିଜ ଜିତିବା ପରେ ଫେବୃଆରୀ ୬ ତାରିଖରୁ ଆରମ୍ଭ ହେବା ଭାରତ-ଇଂଲଣ୍ଡ ମଧ୍ଯରେ ଦିନିକିଆ ମୁକାବିଲା । ୩ଟିକିଆ ଏହି ସିରିଜର ଦ୍ବିତୀୟ ମ୍ଯାଚ ଆସନ୍ତା ୯ ତାରିଖରେ ବାରବାଟୀରେ ଖେଳାଯିବ । ଏଥିପାଇଁ ୭ ତାରିଖରେ ଉଭୟ ଟିମ ଭୁବନେଶ୍ବରରେ ପହଞ୍ଚିବା ପରେ ୮ ତାରିଖ ପୂର୍ବହ୍ଣରେ ଇଂଲଣ୍ଡ ଓ ଅପରାହ୍ନରେ ଭାରତୀୟ ଟିମ୍ ଅଭ୍ଯାସ କରିବେ । ସେପଟେ ସଜେଇ ହେଲାଣି ବାରବାଟୀ ଷ୍ଟାଡିୟମ । ମର୍ଡନ ଗ୍ରାସ କଟକରେ ପଡ଼ିଆର ଘାସ ସବୁ କଟାଯାଇଥିବାବେଳେ ଆଜି ଏହାକୁ ଚେସବୋର୍ଡ ସେପ୍ ଦିଆଯିବ ବୋଲି ଓସିଏ ପକ୍ଷରୁ ସୂଚନା ଦିଆଯାଇଛି ।

Tags: Barabati stadiumcricketcuttackonline ticket
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତ-ଇଂଲଣ୍ଡ ଅନ୍ତିମ ଟି-୨୦

ଆଜି ଭାରତ-ଇଂଲଣ୍ଡ ଅନ୍ତିମ ଟି-୨୦

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.