Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ପ୍ରତିଶୋଧ ନେଲା ଭାରତ ‘ଅପରେସନ ସିନ୍ଦୂର’ ରେ ଦେଲା କଡ଼ା ଜବାବ

Sanchar Live by Sanchar Live
May 7, 2025
in ଭାରତ
0
0
SHARES
38
VIEWS
Facebook
Twitter

ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି ଆକ୍ରମଣ। ବ୍ରହ୍ମୋସ ମିଶାଇଲ ମାଡ଼ କରି ଧ୍ୱଂସ କଲା ଆତଙ୍କବାଦୀଙ୍କଆଡ୍ଡା ସ୍ଥଳ। ପାକିସ୍ତାନ ଉପରେ ଏହି ଏୟାର ଷ୍ଟ୍ରାଇକ ପରେ ଦେଶରେ ଲେକେ ଖୁସି ମନାବଇବା ସହ କହିଛନ୍ତି ‘ଆମ ସହ ପଙ୍ଗା ନେଲେ, ଆମେ ଛାଡ଼ିବୁନି, ତମ ଦେଶ ଭିତରେ ପଶିକି ମାରିବୁ’। ପାକିସ୍ତାନରେ ଭାରତୀୟ ସେନାର ଏହି ରାତିଅଧିଆ ଆକ୍ରମଣ ପରେ ସବୁ ମହଲରେ ଭାରତକୁ ପ୍ରଶଂସା କରାଯାଉଛି। ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି।

ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ । ସୂଚନାଯୋଗ୍ୟ, ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା।

Related posts

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

November 7, 2026
ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

November 7, 2026
Tags: Indian armryoperation sindoorpakistan

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି
  • ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.