Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home Uncategorized

ଓଲଟିଲା OSRTC ବସ୍, ୨ ମୃତ

Sanchar Live by Sanchar Live
January 26, 2025
in Uncategorized, ଓଡିଶା
0
0
SHARES
64
VIEWS
Facebook
Twitter

Related posts

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

November 6, 2026
ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

November 6, 2026

୧୪୯ ନଂ ଜାତୀୟ ରାଜପଥରେ ଆଜି ଘଟି ଯାଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅନୁଗୁଳରେ ଓଲଟି ପଡ଼ିଲା ଏକ osrtc ବସ୍‌  । ଏହି ଦୁର୍ଘଟଣାରେ ପ୍ରାଥମିକ ସୂଚନା ଅନୁଯାୟୀ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ବସ୍‌ଟି ବାରିପଦାରୁ ଅନୁଗୁଳ ଆସୁଥିଲା । ବସ୍‌ରେ ପ୍ରାୟ ୩୦ରୁ ୩୫ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ବସ୍‌ଟି ନିୟନ୍ତ୍ରଣ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି । ଏହାକୁ ନେଇ କୌଣସି ଅଧିକାରୀଙ୍କ  ପ୍ରତିକ୍ରିୟା ମିଳିପାରିନାହିଁ । ବସ୍‌ ଓଲଟିବା ପରେ ଯାତ୍ରୀମାନେ ଛିଟିକି ପଡ଼ି ବସ୍‌ ତଳେ ଚାପି ହୋଇଯାଥିଲେ ।

Tags: accidemtTalcher

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.