Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗିରଫ ହେଲେ OSRTC ଚିଫ୍ ଆକାଉଣ୍ଟ ଅଫିସର

Sanchar Live by Sanchar Live
August 24, 2024
in ଅପରାଧ
0
ଗିରଫ ହେଲେ OSRTC ଚିଫ୍ ଆକାଉଣ୍ଟ ଅଫିସର
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଭିଜିଲାନ୍ସ ଜାଲରେ ପଡ଼ିଥିବା ବାବୁ ଗିରଫ । OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା ।  ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କର ୧କୋଟି ୪୯ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ସହ ବିପୁଳ ପରିମାଣର ଆୟବହିର୍ଭୂତ ସଂପତ୍ତି ଠାବ କରିଛି ଭିଜିଲାନ୍ସ। ତାଙ୍କର ୧କୋଟି ୪୯ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ସହ ବିପୁଳ ପରିମାଣର ଆୟବହିର୍ଭୂତ ସଂପତ୍ତି ଠାବ କରିଛି ଭିଜିଲାନ୍ସ ।

ସୂଚନା ମୁତାବକ, ଗତକାଲି ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ବିଜୟ ମଙ୍ଗରାଜଙ୍କର ଭୁବନେଶ୍ୱରର ପଳାଶୁଣୀରେ ଥିବା ୨ଟି କୋଠା ଠାବ କରିଥିଲେ। ସେଥିମଧ୍ୟରୁ ଗୋଟିଏ ଦୁଇ ମହଲା ବିଶିଷ୍ଟ ଓ ଅନ୍ୟଟି ଏକ ମହଲା ବିଶିଷ୍ଟ ବୋଲି ଜଣାଯାଇଛି। ଏହାବାଦ ତାଙ୍କର ଭୁବନେଶ୍ୱରର ଦାମୀ ଆପାର୍ଟମେଣ୍ଟ Z-1ରେ ଏକ ଫ୍ଲାଟ ଥିବା ଜଣାଯାଇଛି। ଏଥିସହ ବାବୁଙ୍କର କେରଳର ଏର୍ଣ୍ଣାକୁଲମ୍‌ରେ ଏକ ବଙ୍ଗଳା ରହିଛି।

କେବଳ ଏତିକି ନୁହେଁ, ବାବୁଙ୍କର ବିଭିନ୍ନ ବ୍ୟାଙ୍କରେ ୧ କୋଟି ୪୭ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ରାଶି ରହିଥିବା ବେଳେ ତାଙ୍କ ଘରୁ ପ୍ରାୟ ୫୦୦ ଗ୍ରାମର ସୁନା ଅଳଙ୍କାର ଜବତ ହୋଇଛି। ଗତକାଲି ହୋଇଥିବା ଚଢ଼ାଉରେ ୮ ଜଣ DSP, ୮ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଥିଲେ।

 

Tags: crimeosrtc
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କଲରାର ଉପକାରିତା

ଜାଣନ୍ତୁ କଲରାର ଉପକାରିତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.