Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପହଲଗାମ ଆତଙ୍କୀ ହମ୍‌ଲା : କାଲି ବସିବ ସର୍ବଦଳୀୟ ବୈଠକ

Sanchar Live by Sanchar Live
April 23, 2025
in ଭାରତ
0
ପହଲଗାମ ଆତଙ୍କୀ ହମ୍‌ଲା : କାଲି ବସିବ ସର୍ବଦଳୀୟ ବୈଠକ
0
SHARES
18
VIEWS
FacebookTwitter

ଆଜି ସିସିଏସ୍‌ ବୈଠକ ପରେ ପ୍ରେସ୍‌ମିଟ୍‌ କରି ପାକିସ୍ତାନ ଉପରେ କଟକଣା ଲଗାଇଛି ଭାରତ । ଏହାପରେ ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ବୈଠକର ଅଧ୍ୟକ୍ଷତା କରିବେ । ପହଲଗାମ ଆତଙ୍କୀ ହମ୍‌ଲାକୁ ନେଇ ବସିବ ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକରେ ଅନ୍ୟ ରାଜନୈତିକ ଦଳଗୁଡ଼ିକ ସହିତ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ ଓ ପାକିସ୍ତାନ ଉପରେ ଆହୁରି କାର୍ଯ୍ୟାନୁଷ୍ଠାନ ନେଇ ପାରନ୍ତି କେନ୍ଦ୍ର ସରକାର ।

ସେପଟେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ବସିଥିଲା ସର୍ବଦଳୀୟ ବୈଠକ । ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକ ପରେ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏକ ପ୍ରେସ୍‌ମିଟ୍‌ କରାଯାଇଛି । ବୈଠକରେ ପାକିସ୍ତାନ ଉପରେ କଡ଼ା କଟକଣା ଲଗାଇଛି ଭାରତ । ଏହା ପାକିସ୍ତାନ ଉପରେ ପ୍ରହାର ସଦୃଶ । କାରଣ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ଼ିବେ ପାକିସ୍ତାନ ନାଗରିକ । ଏଣିକି ପାକିସ୍ତାନ ନାଗରିକଙ୍କୁ ଭାରତ ଆସିବା ପରେ ରୋକ ଲଗାଇଛନ୍ତି ସରକାର ।

ପାକିସ୍ତାନ ନାଗରିକଙ୍କୁ ସାର୍କ ଭିସାରେ ଭାରତ ଆସିବା ଉପରେ ରୋକ୍ ଲଗାଇଛନ୍ତି ସରକାର । ଏହି କ୍ରମରେ ଅଟାରୀ ଚେକ୍‌ପୋଷ୍ଟ ବନ୍ଦ କରାଯିବ । ସେହିଭଳି ସିନ୍ଧୁ ଜଳ ବୁଝାମଣାକୁ ମଧ୍ୟ ରଦ୍ଦ କରିଛନ୍ତି ସରକାର । ବୈଦେଶିକ ମନ୍ତ୍ରାଳୟ କହିଛି ପହଲଗାମ ଆତଙ୍କୀ ଆକ୍ରମଣ ପଛରେ ରହିଛି ପାକିସ୍ତାନର ହାତ । ବର୍ବର କାଣ୍ଡ ଘଟାଇବାକୁ ସୀମା ପାର୍ ହୋଇ ଆସିଥିଲେ ପାକିସ୍ତାନୀ ଆତଙ୍କବାଦୀ । ଏହି କ୍ରମରେ ପାକିସ୍ତାନର ଦୂତାବାସରେ କର୍ମଚାରୀ ସଂଖ୍ୟା ହ୍ରାସ କରିବାକୁ କରିବାକୁ ନିଷ୍ପତ୍ତି ନେଇଛନ୍ତି ଭାରତ ସରକାର ।

ଏଭଳି ଭାବରେ ଭାରତ ପାକିସ୍ତାନ ପ୍ରତି ତାର ଆଭିମୁଖ୍ୟ ସ୍ପଷ୍ଟ କରିଛି । ଗତକାଲି କାଶ୍ମୀରର ପହଲଗାମରେ ନୀରିହ ପର୍ଯ୍ୟଟକଙ୍କୁ ଟାର୍ଗେଟ୍ କରିଥିଲେ ଆତଙ୍କୀ । ଏହି ଆତଙ୍କୀ ହମ୍‌ଲାକୁ ନେଇ ସାରା ଦେଶ ଏକଜୁଟ ହୋଇଛି ।

Tags: indiameetingPahalgam attack
ShareTweetShareSend
Sanchar Live

Sanchar Live

Next Post
ପାଞ୍ଚ ବିଭାଗର ୬ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ପାଞ୍ଚ ବିଭାଗର ୬ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.