Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଭାରତ ଆକ୍ସନରେ ଭୟଭୀତ ପାକିସ୍ତାନ ସେନା ମୁଖ୍ୟ, ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ

Sanchar Live by Sanchar Live
April 25, 2025
in ବିଦେଶ
0
ଭାରତ ଆକ୍ସନରେ ଭୟଭୀତ ପାକିସ୍ତାନ ସେନା ମୁଖ୍ୟ, ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ
0
SHARES
59
VIEWS
FacebookTwitter

ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଦେଖି ପାକିସ୍ତାନ ସେନା ଭୟରେ । ପାକିସ୍ତାନୀ ଆର୍ମି ମୁଖ୍ୟ ଜେନେରାଲ ଆସିମ ମୁନୀର ଭାରତ ଭୟରେ ନିଜ ପରିବାରକୁ ବିମାନ ଯୋଗେ ବିଦେଶ ପଠାଇଦେଇଥିବା ସୂଚନା ମିଳିଛି । ଖବର ମୁତାବକ, ପାକିସ୍ତାନ ସେନାର ଅନେକ ଅଫିସର ନିଜ ପରିବାର ପ୍ରାଇଭେଟ ଏୟାରକ୍ରାଫ୍ଟରେ ବ୍ରିଟେନ ଏବଂ ନ୍ୟୁ ଜର୍ସି ପଠାଇଥିବା ସୂଚନା ମିଳିଛି ।

କାରଣ ପହଲଗାମ୍ ଆତଙ୍କୀ ଆକ୍ରମଣ ପଛରେ ଏହି ପାକିସ୍ତାନ ସେନା ମୁଖ୍ୟ ଆସୀମ ମୁନିରର ହାତ ଥିବା ଚର୍ଚ୍ଚା ହେଉଛି । ଆଉ ଭାରତ ଆକ୍ରମଣ କରିବାକୁ ନଜରରେ ରଖି ପାକିସ୍ତାନୀ ସେନା ନିଜ ପରିବାରକୁ ସୁରକ୍ଷିତ ଭାବେ ପଠାଇଛନ୍ତି ।

ପହଲଗାମ ଆକ୍ରମଣ ପରେ ଭାରତ ସରକାରଙ୍କ ବୟାନକୁ ନେଇ ପାକିସ୍ତାନ ସେନା ଓ ଆଇଏସଆଇ ଭୟଭୀତ ହୋଇପଡ଼ିଛି । ଭାରତ ଯେକୌଣସି ସମୟରେ ବି କଡ଼ା ପଦକ୍ଷେପ ନେଇପାରେ । ଭାରତ ସର୍ଜିକାଲ୍ ଷ୍ଟ୍ରାଇକ୍ କରିପାରେ । ଆଉ ତା ପୂର୍ବରୁ ସେନା ମୁଖ୍ୟ ଛାନିଆ ହୋଇଛନ୍ତି।

ଭାରତ ଭୟରେ ନିଜର ସପରିବାର ଲୋକଙ୍କୁ ବିମାନ ଯୋଗେଁ ବିଦେଶକୁ ପଠାଇ ଦେଇଥିବା ସୂଚନା ମିଳିଛି । ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀ ଓ ଷଡ଼ଯନ୍ତ୍ରକାରୀଙ୍କୁ, ସେମାନଙ୍କ କଳ୍ପନାଠାରୁ ଅଧିକ ଦଣ୍ଡ ଦିଆଯିବ ବୋଲି ମୋଦି କହିଛନ୍ତି ।

ସୂଚନାଯୋଗ୍ୟ, ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, କେନ୍ଦ୍ର ସରକାର ପଡ଼ୋଶୀ ଦେଶ ସହିତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଲେ । ଅଟାରୀ ସୀମାରୁ ଗତି ବନ୍ଦ କରିଦିଆଯାଇଛି । ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରାଯାଇଛି ଏବଂ ସେମାନଙ୍କୁ ୪୮ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ କୁହାଯାଇଛି ।

Tags: indiapakistan
ShareTweetShareSend
Sanchar Live

Sanchar Live

Next Post
ଭାରତ-ପାକ୍ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଇରାନର ପ୍ରସ୍ତାବ

ଭାରତ-ପାକ୍ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଇରାନର ପ୍ରସ୍ତାବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.