Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ପାକିସ୍ତାନୀଙ୍କୁ ତଡିବାକୁ ନିର୍ଦ୍ଦେଶ

Sanchar Live by Sanchar Live
April 25, 2025
in Uncategorized
0
ପାକିସ୍ତାନୀଙ୍କୁ ତଡିବାକୁ ନିର୍ଦ୍ଦେଶ
0
SHARES
20
VIEWS
FacebookTwitter

ଜମ୍ମୁ କଶ୍ମୀର ପହଲଗାମରେ ଆତଙ୍କୀ ଆକ୍ରମଣ ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ବଡ଼ ନିଷ୍ପତ୍ତି ନେଇଛି । ଗୃହ ମନ୍ତ୍ରଣାଳୟ ପାକିସ୍ତାନ ସହିତ ଜଡିତ ସମସ୍ତ ଭିସା ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛି । ଏହି ସମ୍ବନ୍ଧରେ ଗୃହ ମନ୍ତ୍ରୀ ଅମିତ ଶାହା ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଛନ୍ତି ।

ଅମିତ ଶାହା କହିଛନ୍ତି, ନିଜ ନିଜ ରାଜ୍ୟରେ ଥିବା ପାକିସ୍ତାନୀ ଲୋକଙ୍କୁ ଚିହ୍ନଟ କରି ଖୁବଶୀଘ୍ର ବିଦା କର । ଗୃହମନ୍ତ୍ରୀ ଅଧିକାରୀଙ୍କ ସହିତ ବୈଠକ କରିବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି । ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଶାହ ଏବଂ ପାକିସ୍ତାନୀଙ୍କୁ ରାଜ୍ୟରୁ ତଡିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଶାହ ସବୁ ପାକିସ୍ତାନ ନାଗରିକଙ୍କ ତୁରନ୍ତ ଭିସା ବାତିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ନିଜ ରାଜ୍ୟରେ ରହୁଥିବା ପାକିସ୍ତାନୀଙ୍କୁ ଖୋଜି ଖୋଜି ବାହାର କରିବାକୁ କହିଛନ୍ତି ।

ଗତକାଲି ପାକିସ୍ତାନ ନାଗରିକଙ୍କ ପାଇଁ ଭିସା ବାତିଲ କରିଛି ଭାରତ । ଯେଉଁ ପାକିସ୍ତାନୀମାନେ ଭାରତରେ ଅଛନ୍ତି, ସେମାନେ ୭୨ ଘଣ୍ଟା ମଧ୍ୟରେ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ । ମେଡିକାଲ ଭିସାରେ ଥିଲେ ଆସନ୍ତା ୨୯ରୁ ରଦ୍ଦ ହୋଇଯିବ ଭିସା । ଭିସା ଅବଧି ଶେଷ ହେବା ପୂର୍ବରୁ ନିଜ ଦେଶକୁ ଫେରିଯିବାକୁ ନିର୍ଦ୍ଦେଶ ଜାରି କଲେ କେନ୍ଦ୍ର ସରକାର ।

ସମସ୍ତ ପାକିସ୍ତାନୀଙ୍କୁ ୩ ଦିନ ଭିତରେ ଭାରତ ଛାଡିବାକୁ ନିର୍ଦ୍ଦେଶ ମିଳିଛି । ଭିସା କେବଳ ୨୭ ଏପ୍ରିଲ ଯାଏଁ ମାନ୍ୟ ରହିଛି । ପାକ୍ ନାଗରିକଙ୍କ ମେଡିକାଲ ଭିସା ୨୯ ଏପ୍ରିଲ ଯାଏଁ ମାନ୍ୟ ରହିଛି । ସେହିପରି ଭାରତୀୟ ନାଗରିକଙ୍କୁ ପାକିସ୍ତାନ ଗସ୍ତ ନ କରିବାକୁ ପରାମର୍ଶ । ଯେଉଁମାନେ ପାକିସ୍ତାନରେ ଅଛନ୍ତି ସେମାନଙ୍କୁ ଫେରି ଆସିବାକୁ ନିର୍ଦ୍ଦେଶ ଦେଇଛି ବୈଦେଶିକ ମନ୍ତ୍ରଣାଳୟ ।

Tags: Amit shahpakistan
ShareTweetShareSend
Sanchar Live

Sanchar Live

Next Post
ICCକୁ ଚିଠି ଲେଖିଲା BCCI, ଆମେ ପାକିସ୍ତାନ ସହ ଖେଳିବୁନି

ICCକୁ ଚିଠି ଲେଖିଲା BCCI, ଆମେ ପାକିସ୍ତାନ ସହ ଖେଳିବୁନି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.