Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

OCA ସଭାପତି ପଦରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପଙ୍କଜ

Sanchar Live by Sanchar Live
February 15, 2025
in କ୍ରୀଡ଼ା
0
ଓସିଏ ସଭାପତି ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ପଙ୍କଜ ମହାନ୍ତି
0
SHARES
35
VIEWS
FacebookTwitter

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି । OCA ସଭାପତି ପଦରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିବାରୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ପଙ୍କଜ ।

ଗତ ଡିସେମ୍ବର ୧୯ରେ ପ୍ରଣବ ପ୍ରକାଶ ଦାଶ OCA ସଭାପତି ପଦରୁ ଇସ୍ତଫା ଦେବା ପରେ ଏହି ପଦ ଖାଲି ପଡ଼ିଥିଲା । OCA ସମ୍ପାଦକ ସଞ୍ଜୟ ବେହେରାଙ୍କୁ ଇସ୍ତଫା ପତ୍ର ଦେଇଥିଲେ ପ୍ରଣବ । ତାଙ୍କ ଇସ୍ତଫା ପତ୍ର OCA ତୁରନ୍ତ ଗ୍ରହଣ କରି ନେଇଥିଲା । ଏନେଇ ବାର୍ଷିକ ସାଧାରଣ ପରିଷଦ ବୈଠକରେ ସଞ୍ଜୟ ବେହେରା ସୂଚନା ଦେଇଥିଲେ । ୪୫ ଦିନ ଭିତରେ ନୂଆ ସଭାପତି ନିର୍ବାଚନ ହେବ ବୋଲି ମଧ୍ୟ ସେ କହିଥିଲେ ।

ତେବେ ଫେବୃଆରୀ ୨୩ରେ ଓସିଏ ସଭାପତି ନିର୍ବାଚନ ହେବାର ଥିଲା। କିନ୍ତୁ କେହି ନାମାଙ୍କନ ଦାଖଲ ନକରିବାରୁ ପଙ୍କଜ ମହାନ୍ତି ଓସିଏ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଆସୋସିଏସନର ସଭାପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ପଙ୍କଜ । ୧୪ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ, ୧୫ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଓ ୧୬ ତାରିଖରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବାର ଥିଲା। ପ୍ରଣବ ପ୍ରକାଶ ଦାସଙ୍କ ଇସ୍ତଫା ପରେ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ ପଙ୍କଜ ଲୋଚନ ମହାନ୍ତି ।

ଶେଷ ଥର ୨୦୨୨ ଅକ୍ଟୋବର ୨୮ରେ ଓସିଏ ନିର୍ବାଚନ ହୋଇଥିଲା । ସଭାପତି ପଦ ଲାଗି ନିର୍ବାଚିତ ହୋଇଥିଲେ ପ୍ରଣବ ପ୍ରକାଶ ଦାସ। ତେବେ କାର୍ଯ୍ୟକାଳ ଶେଷ ହେବାର ୧୦ ମାସ ପୂର୍ବରୁ ସେ ଇସ୍ତଫା ଦେଇଥିଲେ। ପୂର୍ବରୁ ୨୦୧୯ରୁ ୨୨ ପର୍ଯ୍ୟନ୍ତ ଓସିଏର ସଭାପତି ଭାବେ ଦାୟିତ୍ବ ତୁଲାଇଛନ୍ତି ପଙ୍କଜ ଲୋଚନ ମହାନ୍ତି ।

Tags: Barabati stadiumOcapankaj mohanty
ShareTweetShareSend
Sanchar Live

Sanchar Live

Next Post
ପ୍ରୋ ଲିଗ ମହିଳା ହକି, ୩-୨ରେ ଇଂଲଣ୍ଡକୁ ହରାଇଲା ଭାରତ

ପ୍ରୋ ଲିଗ ମହିଳା ହକି, ୩-୨ରେ ଇଂଲଣ୍ଡକୁ ହରାଇଲା ଭାରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.