Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ପନ୍ନୁର ପୁଣି ଧମକପୂର୍ଣ୍ଣ ଅଡିଓ ବାର୍ତ୍ତା

Sanchar Live by Sanchar Live
November 30, 2024
in ଅପରାଧ
0
ପନ୍ନୁର ପୁଣି ଧମକପୂର୍ଣ୍ଣ ଅଡିଓ ବାର୍ତ୍ତା
0
SHARES
7
VIEWS
FacebookTwitter

ଭୁବନେଶ୍ବର: ପନ୍ନୁର ପୁଣି ଧମକପୂର୍ଣ୍ଣ ଅଡିଓ ବାର୍ତ୍ତା । ଭୁବନେଶ୍ବର ଡିଜିପି କନଫରେନ୍ସକୁ ପୁଣି ଆତଙ୍କବାଦୀ ପନ୍ନୁର ଟାର୍ଗେଟ। ଗୁରପତୱନ୍ତ ସିଂ ପନ୍ନୁ ନାଁରେ ଧମକପୂର୍ଣ୍ଣ ମେଲ୍ ଆସିଛି । ବରିଷ୍ଠ ଓଡ଼ିଆ ସାମ୍ବାଦିକଙ୍କୁ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପୂର୍ଣ୍ଣ ଏକ ଇ-ମେଲ୍ ପଠାଇଛି । ଇ-ମେଲରେ ପଠାଇଥଇବା ଅଡ଼ିଓ ମେସେଜରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରାଯାଇଛି । ଏଥିସହ ଖଲିସ୍ତାନୀ ପତାକା ଉଡ଼ାଇଲେ ୨୫ ଲକ୍ଷର ପୁରସ୍କାର ଘୋଷଣା କରାଯିବ ବୋଲି ଇ-ମେଲ୍ ଅଡିଓ ମେସେଜରେ ଉଲ୍ଲେଖ ରହିଛି। ଆଜି ସକାଳ ୯ ଟା ୪ମିନିଟ୍‌ ଏହି ସମୟରେ ଧମକ ପୂର୍ଣ୍ଣ ଇ-ମେଲ୍ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ପାଖକୁ ଆସିଥିଲା । ଏନେଇ ଅକ୍ଷୟ କମିଶନରେଟ୍ ପୋଲିସକୁ ଅବଗତ କରାଇଥିଲେ ଓ ଥାନାରେ ମଧ୍ୟ ଅଭିଯୋଗ କରିଥିଲେ।

ସୂଚନା ଯୋଗ୍ୟ ନଭେମ୍ଭର ୨୮ରେ ମଧ୍ୟ ଧମକ ଦେଇଥିଲା ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତ୍ବନ୍ତ ସିଂ ପନୁନ। ଭିଡିଓ ବାର୍ତ୍ତା ଜାରି କରି ଧମକ ଦେଇଥିଲା । ଡିଜିପି, ଆଇଜିପି ସମ୍ମିଳନୀ ଭଣ୍ଡୁର କରିବାକୁ ଧମକ ଦିଆଯାଇଥିଲା । ଏଥିପାଇଁ ହାଇ ଆଲର୍ଟରେ ରହିଛି ଓଡ଼ିଶା ପୋଲିସ । ଖଲିସ୍ତାନୀ ଆତଙ୍କବାଦୀ ଆକ୍ରମଣ ଘଟଣା ନେଇ ପ୍ରତିକ୍ରିୟା ରଖିଥିଲେ ପ୍ରଭାରୀ ବିଜୟ ପାଲ ସିଂହ ତୋମାର । କହିଥିଲେ , ଘଟଣା ବିଷୟରେ ମୁଁ ଜାଣିନି । କିନ୍ତୁ ମୁକାବିଲା ପାଇଁ କେନ୍ଦ୍ରୀୟ ବାହିନୀ ପ୍ରସ୍ତୁତ ଅଛନ୍ତି ବୋଲି କହିଥିଲେ ବିଜୟ ପାଲ ସିଂହ ତୋମର ।

Tags: audioPanur
ShareTweetShareSend
Sanchar Live

Sanchar Live

Next Post
ବିମାନ ବନ୍ଦର ବାହାରୁ ସନ୍ଦିଗ୍ଧ ବ୍ୟାଗ୍ ଚିହ୍ନଟ

ବିମାନ ବନ୍ଦର ବାହାରୁ ସନ୍ଦିଗ୍ଧ ବ୍ୟାଗ୍ ଚିହ୍ନଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.