Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପାରାଦୀପରେ ଲାଗିଥିବା ଏକ ଜାହାଜର କର୍ମଚାରୀଙ୍କ ମଧ୍ୟରେ ୨୦ରୁ ଅଧିକ ପାକିସ୍ତାନୀ

Sanchar Live by Sanchar Live
May 14, 2025
in ଓଡିଶା
0
ପାରାଦୀପରେ ଲାଗିଥିବା ଏକ ଜାହାଜର କର୍ମଚାରୀଙ୍କ ମଧ୍ୟରେ ୨୦ରୁ ଅଧିକ ପାକିସ୍ତାନୀ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ପାରାଦୀପରେ ଲାଗିଥିବା ଏକ ଜାହାଜର କର୍ମଚାରୀଙ୍କ ମଧ୍ୟରେ ୨୦ରୁ ଅଧିକ ପାକିସ୍ତାନୀ। ଇମିଗ୍ରେସନ ବିଭାଗ ଏ ନେଇ ମେରାଇନ ଥାନା ଓ ସିଆଇଏସଏଫକୁ ସୂଚନା ଦେଇଛି। ଏହା ପରେ କଡ଼ାକଡ଼ି କରାଯାଇଛି ସୁରକ୍ଷା। ଜାହାଜରେ ଅଶୋଧିତ ତେଲ ଆସିଥିବାରୁ ତାହା ଖଲାସ ହେବା ଯାଏ ଓ ଜାହାଜ ପାରାଦୀପ ଛାଡ଼ିବା ଯାଏ କଡ଼ା ନଜର ରଖିବାକୁ ମେରାଇନ ପୋଲିସ , ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଓ କଷ୍ଟମ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଅନୁସାରେ ଏହି ଜାହାଜଟି ଦକ୍ଷିଣ କୋରିଆରୁ ଅଶୋଧିତ ତେଲ ନେଇ ଆସିଛି। SPM ବର୍ଥରେ ଲାଗିଛି ଜାହାଜ। ୨୫ କର୍ମଚାରୀଙ୍କ ମଧ୍ୟରୁ ୨୧ ଜଣ ହେଉଛନ୍ତି ପାକିସ୍ତାନୀ।

Tags: pakistanparadeepship
ShareTweetShareSend
Sanchar Live

Sanchar Live

Next Post
ପିପିଲିରୁ ନର କଙ୍କାଳ ଉଦ୍ଧାର

ପିପିଲିରୁ ନର କଙ୍କାଳ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.