Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆଜିଠାରୁ ଆରମ୍ଭ ହେଉଛି ସଂସଦରେ ମୌସୁମୀ ଅଧିବେଶନ

Sanchar Live by Sanchar Live
July 21, 2025
in ଭାରତ
0
ଆଜିଠାରୁ ଆରମ୍ଭ ହେଉଛି ସଂସଦରେ ମୌସୁମୀ ଅଧିବେଶନ
0
SHARES
12
VIEWS
FacebookTwitter

ଆଜିଠାରୁ ଆରମ୍ଭ ହେଉଛି ସଂସଦରେ ମୌସୁମୀ ଅଧିବେଶନ । ସୂଚାରୁରୂପେ ସଂସଦର ଉଭୟ ଗୃହ ଚଳାଇବା ପାଇଁ ଗତକାଲି କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ କରିଥିଲେ । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁଙ୍କ ସମେତ ବିଭିନ୍ନ ସହ ଦଳର ନେତା ଉପସ୍ଥିତ ଥିଲେ ।

ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଓ ଅପରେସନ ସିନ୍ଦୂର ପରେ ଏହା ସଂସଦର ପ୍ରଥମ ଅଧିବେଶନ ହେବ । ବିରୋଧୀ ଦଳଗୁଡ଼ିକ, ବିଶେଷକରି କଂଗ୍ରେସ ଓ ଇଣ୍ଡିଆ ଗଠବନ୍ଧନ ଏହି ଅଧିବେଶନରେ ଅପରେସନ ସିନ୍ଦୂର ଓ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ମଧ୍ୟସ୍ଥତା ଦାବି ଉପରେ ସରକାରଙ୍କୁ ପ୍ରଶ୍ନ କରିବାକୁ ପ୍ରସ୍ତୁତ ହେଉଛନ୍ତି ।

ଚଳିତଥର ସଂସଦରେ ଆୟକର ବିଲ୍-୨୦୨୫ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପସ୍ଥାପନ ହେବାର ସମ୍ଭାବନା ରହିଛି । ଅଧିବେଶନରେ ମୋଟ୍ ୨୧ଟି ବୈଠକ କାର୍ଯ୍ୟ ଦିବସ ରହିଛି । ଅଧିବେଶନ ସମୟରେ ବିରୋଧୀ ଅପରେସନ ସିନ୍ଦୂର ନେଇ ସରକାରଙ୍କୁ ଜବାବ ମାଗିପାରିନ୍ତି ।

ଏହାଛଡ଼ା କଂଗ୍ରେସ ଓଡିଶାର ଗୋପାଳପୁର ଗଣଦୁଷ୍କର୍ମ ଓ ବାଲେଶ୍ୱର ଫକୀରମୋହନ କଲେଜ ପ୍ରସଙ୍ଗ ଉଠାଇପାରେ । କେନ୍ଦ୍ରମନ୍ତ୍ରୀ କିରଣ ରିଜଜୁ କହିଛନ୍ତି, ସରକାର ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ।

Tags: monsoon sessionparliament
ShareTweetShareSend
Sanchar Live

Sanchar Live

Next Post
ପୁଣି ଲଜ୍ଜା: ନବମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ପୁଣି ଲଜ୍ଜା: ନବମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.