Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ରାମ ରହିମଙ୍କୁ ପୁଣିଥରେ ପାରୋଲ

Sanchar Live by Sanchar Live
January 28, 2025
in ଭାରତ
0
ରାମ ରହିମଙ୍କୁ ପୁଣିଥରେ ପାରୋଲ
0
SHARES
5
VIEWS
FacebookTwitter

ଡେରା ସଚ୍ଚା ମୁଖ୍ୟ ରାମ ରହିମଙ୍କୁ ପୁଣିଥରେ ପାରୋଲ ମିଳିଛି । ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ୍ ଦଣ୍ଡାଦେଶ ଭୋଗୁଥିବା ରାମ ରହିମଙ୍କୁ ୩୦ ଦିନର ପାରୋଲ୍ ମିଳିଛି । ଆତ୍ମଘୋଷିତ ବାବା ରାମ ରହିମ ଆଜି ସକାଳ ପ୍ରାୟ ୫.୨୬ରେ ଜେଲ୍‌ରୁ ମୁକ୍ତ ହୋଇଛନ୍ତି ।

ଗୁରମିତ୍ ରାମ ରହିମ ଏଥର ହରିଆଣାର ସିର୍ସାରେ ଥିବା ଡେରା ଆଶ୍ରମରେ ରହିବେ । ରିପୋର୍ଟ ଅନୁଯାୟୀ, ୨୦୧୭ ମସିହା ପରଠାରୁ ଏହାକୁ ମିଶାଇ ରାମ୍ ରହିମ ୧୨ ଥର ଜେଲ୍‌ରୁ ବାହାରି ସାରିଲେଣି ।

ରାମ ରହିମଙ୍କୁ ଅକ୍ଟୋବର ୨୦୨୪ରେ ପାରୋଲ ମିଳିଥିଲା । ସେତେବେଳେ ମଧ୍ୟ ତାଙ୍କୁ ୨୦ ଦିନର ପାରୋଲ ମିଳିଥିଲା । ଏହି ସମୟରେ ନିର୍ବାଚନ ସମ୍ବନ୍ଧୀୟ ପ୍ରଚାରରେ ଭାଗ ନେବାକୁ ରୋକ୍ ଲଗାଯାଇଥିଲା । ପାରୋଲ ସର୍ତ୍ତ ଅନୁଯାୟୀ, ରାମ ରହିମଙ୍କୁ କୌଣସି ନିର୍ବାଚନ ପ୍ରଚାରରେ ଭାଗ ନ ନେବାକୁ କୁହାଯାଇଥିଲା ।

ଚଳିତବର୍ଷ ଜାନୁଆରୀ ୧୯ରେ ରାମ ରହିମ ଜେଲରୁ ବାହାରିଥିଲେ । ସେତେବେଳେ ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଯାଚିକା ଦାଖଲକୁ ରାମ ରହିମଙ୍କ ପାରୋଲକୁ ବିରୋଧ କରିଥିଲେ ।

ସୂଚନାଯୋଗ୍ୟ, ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ୍ ରାମ ରହିମ ସିଂହଙ୍କୁ ୨୦୧୭ ମସିହାରେ ତାଙ୍କର ଦୁଇ ଶିଷ୍ୟାଙ୍କୁ ଦୁଷ୍କର୍ମ କରିଥିବା ମାମଲାରେ ଦଣ୍ଡ ଦିଆଯାଇଥିଲା । ସେ ୨୦ ବର୍ଷର ଜେଲ ଦଣ୍ଡ ଭୋଗୁଛନ୍ତି ଏବଂ ହରିଆଣାର ରୋହତକ ଜିଲ୍ଲାର ସୁନାରିଆ ଜେଲରେ ବନ୍ଦୀ ରହିଛନ୍ତି । ୨୦୧୯ ମସିହାରେ, ଡେରା ମୁଖ୍ୟ ଏବଂ ଅନ୍ୟ ତିନି ଜଣଙ୍କୁ ୧୬ ବର୍ଷ ତଳେ ଜଣେ ସାମ୍ବାଦିକଙ୍କ ହତ୍ୟା କରିଥିବା ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଥିଲା ।

୨୦୨୨ ରେ ମଧ୍ୟ ଡେରା ମୁଖ୍ୟଙ୍କୁ ନିଜର ଅସୁସ୍ଥ ମା’ଙ୍କୁ ଦେଖା କରିବାକୁ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଜରୁରୀକାଳୀନ ପାରୋଲ ଦିଆଯାଇଥିଲା । ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଅନେକ ଥର ଜେଲରୁ ବାହାରକୁ ଆସିଥିଲେ ।

Tags: baba ram rahimDerasucha
ShareTweetShareSend
Sanchar Live

Sanchar Live

Next Post
ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.