Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

Sanchar Live by Sanchar Live
January 11, 2025
in ଓଡିଶା
0
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
0
SHARES
13
VIEWS
FacebookTwitter

ଭୁବନେଶ୍ବର: ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ । ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନୀକୁ ଦେଖିପାରିବେ । ଏହା ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ପୂର୍ଣ୍ଣ ଦେୟମୁକ୍ତ । ସାଂସ୍କୃତିକ କାର୍ୟ୍ୟକ୍ରମ ସହ ବିଭିନ୍ନ ଗ୍ୟାଲେରୀର ରହିଥିବା ଷ୍ଟଲ ବୁଲି ଦେଖି ପାରିବେ ବୋଲି ଶୁକ୍ରବାର ପ୍ରବାସୀ ଭାରତୀୟ ସମ୍ମିଳନୀର ଶେଷ ଦିନରେ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ପର୍ଯ୍ୟଟନରୁ ଆରମ୍ଭ କରି ବିଜ୍ଞାନ ପର୍ୟ୍ୟନ୍ତ ଏହି ପ୍ରଦର୍ଶନୀରେ ବହୁ ଶିକ୍ଷଣୀୟ ଜିନିଷ ରହିଥିବାରୁ ସମସ୍ତେ ଏହାକୁ ଦେଖିବା ଉଚିତ୍ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡା କହିଥିଲେ । ପ୍ରବାସୀ ଭାରତୀୟ କାର୍ୟ୍ୟକ୍ରମ ପ୍ରଦର୍ଶନୀକୁ ୨ ରୁ ୩ ଦିନ ଯାଏଁ ବଢାଇବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ ।  ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହକୁ ଉଦ୍‌ଘାଟନ କରିଥିଲେ ।  ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପ୍ରବାସୀ ମେଳାରେ ଯୋଗ ଦେଇଛନ୍ତି ୨୪ଟି ଦେଶର ୨୭ ଜଣଙ୍କୁ ପ୍ରବାସୀ ଭାରତୀୟ ସମ୍ମାନିତ କରିଥିଲେ ।  ଏହି ସମ୍ମେଳନ ସରିବା ପରେ ସାଧାରଣ ଲୋକଙ୍କ ପାଇଁ ପ୍ରଦର୍ଶନ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ଖୋଲା ରଖାଯାଇଛି ।

Tags: odishaprabashi bharatiya samilani
ShareTweetShareSend
Sanchar Live

Sanchar Live

Next Post
ଲସଏଞ୍ଜେଲେସରେ ଲିଭୁନି ନିଆଁ, ଗଲାଣି ୧୧ ଜୀବନ

ଲସଏଞ୍ଜେଲେସରେ ଲିଭୁନି ନିଆଁ, ଗଲାଣି ୧୧ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.