Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା ହେଲା ନୂଆ ପେନସନ ଯୋଜନା

Sanchar Live by Sanchar Live
August 24, 2024
in ଭାରତ
0
କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା ହେଲା ନୂଆ ପେନସନ ଯୋଜନା
0
SHARES
20
VIEWS
FacebookTwitter

ସଂଚାର ବ୍ୟୁରୋ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା ହେଲା ନୂଆ ପେନସନ ଯୋଜନା। ୟୁନିଫାଏଡ୍ ପେନସନ ସ୍କିମ UPSକୁ ମଂଜୁରୀ ଦେଇଛନ୍ତି କେନ୍ଦ୍ର ସରକାର। ଯଦି ଜଣେ ୧୦ ବର୍ଷ ଚାକିରୀ କରନ୍ତି ତେବେ ତାଙ୍କୁ ସର୍ବନିମ୍ନ ୧୦ ହଜାର ଟଙ୍କା ପେନସନ ମିଳିବ।ଏହି ଯୋଜନା ଅନ୍ତର୍ଗତ କୌଣସି କର୍ମଚାରୀ ୨୫ ବର୍ଷ ପର୍ଯ୍ୟନ୍ତ ଚାକିରୀ କରି ଅବସର ନେଇଥାନ୍ତି ତାହେଲେ, ସେ କରିଥିବା ଚାକିରୀର ଅନ୍ତିମ ୧୨ ମାସର ମୂଳ ଦରମାର ୫୦ ପ୍ରତିଶତ ପେନସନ ଭାବେ ପାଇବେ। ଯଦି କୌଣସି ପେନସନଭୋଗୀଙ୍କ ମୃତ୍ଯୁ ହୋଇଯାଏ ତେବେ ତାଙ୍କ ପରିବାରକୁ କର୍ମଚାରୀଙ୍କ ମୃତ୍ଯୁ ପର୍ଯ୍ୟନ୍ତ ମିଳିବାକୁ ଥିବା ପେନସନର ୬୦ ପ୍ରତିଶତ ଫେମିଲି ପେନସନ ମିଳିବ। କ୍ଯାବିନେଟ ବୈଠକରେ ଏହି ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଏହି ଘୋଷଣା କରିଛନ୍ତି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଲାଗି ୟୁନିଫାଏଡ ପେନସନ ସ୍କିମକୁ ମଂଜୁରୀ ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର। ଆସନ୍ତା ଏପ୍ରିଲ ୧ ତାରିଖ ୨୦୨୫ରୁ ଯୋଜନା ଲାଗୁ ହେବ ଏହି ଯୋଜନା। ଏଥିରେ କେନ୍ଦ୍ର ସରକାରଙ୍କ ପ୍ରାୟ୨୩ ଲକ୍ଷ କର୍ମଚାରୀ ଉପକୃତ ହେବେ। କର୍ମଚାରୀଙ୍କ  ଲାଗି ଥିବା ନ୍ଯାସନାଲ ପେନସନ ସ୍କିମ NPS କିମ୍ବା ୟୁପିଏସ ମଧ୍ୟରୁ କୌଣସି ଗୋଟିଏକୁ ବାଛିବାକୁ ପଡ଼ିବ। ୟୁନିଫାଏଡ ପେନସନ ସ୍କିମରେ ମହଙ୍ଗା ଭତ୍ତାର ଲାଭ ବି ମିଳିବ।

Tags: govt of indiapension
ShareTweetShareSend
Sanchar Live

Sanchar Live

Next Post
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.