Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ନିଧି

Sanchar Live by Sanchar Live
March 31, 2025
in ରାଜନୀତି
0
ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ନିଧି
0
SHARES
24
VIEWS
FacebookTwitter

ବାରଣାସୀର ବାସିନ୍ଦା ଆଇଏଫଏସ ଅଧିକାରୀ ନିଧି ତିୱାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ କରାଯାଇଛି । ଡିପାର୍ଟମେଣ୍ଟ ଅଫ ପର୍ସନାଲ ଆଣ୍ଡ ଟ୍ରେନିଂ ଏହି ନିଯୁକ୍ତି ସଂପର୍କରେ ସୋମବାର ସୂଚନା ଦେଇଛି । ନିଧି ତିୱାରୀ ୨୦୧୪ ବ୍ୟାଚର ବିଦେଶ ସେବାର ଅଧିକାରୀ । ଏହା ପୂର୍ବରୁ ସେ ପିଏମଓରେ ଡେପୁଟୀ ସେକ୍ରେଟାରୀ ପଦରେ କାର୍ଯ୍ୟରତ ଥିଲେ । ମାର୍ଚ୍ଚ ୨୯ରେ ତାଙ୍କୁ ପିଏମ ମୋଦୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ କରିବାକୁ ଆଦେଶ ଦିଆଯାଇଥିଲା ।

ଆଦେଶରେ କୁହାଯାଇଛି ଯେ, କ୍ୟାବିନେଟର ନିଯୁକ୍ତି କମିଟି ଆଇଏଫଏସ ଅଫିସର ନିଧି ତିୱାରୀଙ୍କୁ ପିଏମ ମୋଦୀଙ୍କ ବ୍ୟକ୍ତିଗତ ଭାବେ ସଚିବ ପଦରେ ନିଯୁକ୍ତିକୁ ମଞ୍ଜୁରୀ ଦେଇଛି । ନିଧି ପୂର୍ବରୁ ପିଏମଓରେ ଉପ ସଚିବ ଭାବେ କାର୍ଯ୍ୟରତ ଥିଲେ । ଏହା ପୂର୍ବରୁ ସେ ବୈଦେଶିକ ମନ୍ତ୍ରଣାଳୟରେ ଅନ୍ତର୍ଜାତୀୟ ସୁରକ୍ଷା ମାମଲାରେ କାମ କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଧିଙ୍କ କାର୍ଯ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି । ସେ ପିଏମ ମୋଦୀଙ୍କ କାର୍ଯ୍ୟକ୍ରମର ସମନ୍ୱୟ, ବୈଠକର ଆୟୋଜନ ଓ ସରକାରୀ ବିଭାଗ ସହିତ ଯୋଗାଯୋଗ ସଂପର୍କିତ କାର୍ଯ୍ୟ ତଦାରଖ କରିବେ । ଉଲ୍ଲେଖନୀୟ ପିଏମଓ ପୂର୍ବରୁ ମଧ୍ୟ ଅନେକ ମହିଳା ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି । ନିଧିଙ୍କୁ ପିଏମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯିବା ସରକାରଙ୍କ ମହିଳା ସଶକ୍ତୀକରଣକୁ ନେଇ ମଧ୍ୟ ସନ୍ଦେଶ ଦେଉଛି ।

 

Tags: narendra modiNidhi
ShareTweetShareSend
Sanchar Live

Sanchar Live

Next Post
ଫ୍ଲାଏଓଭରରୁ ଖସିଲା ତେଲ ଟ୍ୟାଙ୍କର

ଫ୍ଲାଏଓଭରରୁ ଖସିଲା ତେଲ ଟ୍ୟାଙ୍କର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.