Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ କେଉଁ ସହରରେ କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦର

Sanchar Live by Sanchar Live
October 31, 2024
in ଓଡିଶା
0
ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଏବଂ ଡିଜେଲ ଦର
0
SHARES
12
VIEWS
FacebookTwitter

ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦାମ୍ ରହିଛି ଅପରିବର୍ତ୍ତିତ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨. ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୯୬ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ :

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ShareTweetShareSend
Sanchar Live

Sanchar Live

Next Post
ସୋଆ ଫାର୍ମାସୀର ନୂତନ ବର୍ଷ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ

ସୋଆ ଫାର୍ମାସୀର ନୂତନ ବର୍ଷ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.