Monday, April 6, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ-ଡିଜେଲ ଦର

Sanchar Live by Sanchar Live
July 6, 2025
in ଓଡିଶା
0
ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ-ଡିଜେଲ ଦର
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ପେଟ୍ରୋଲ ପକାଇବାକୁ ଯାଉଛନ୍ତି କି ? ତେବେ ଟାଙ୍କି ଭରିବା ପୂର୍ବରୁ ଜାଣନ୍ତୁ ଆଜିର ଦର କେତେ, ପେଟ୍ରୋଲ କମିଛି ନା ବଢିଛି ? ଚାଲନ୍ତୁ ଜାଣିବା ଆଜି ଦେଶର ପ୍ରମୁଖ ସହରରେ ପେଟ୍ରୋଲ-ଡିଜେଲ ଦାମ୍ । ତେବେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୦୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୬୦ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ତେବେ ଭୁବନେଶ୍ୱରରେ ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ୍ ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୧ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

Tags: odishapetrol diesel
ShareTweetShareSend
Sanchar Live

Sanchar Live

Next Post
୨୦ ବର୍ଷ ପରେ ଗୋଟିଏ ମଞ୍ଚରେ ଠାକରେ ବ୍ରଦର୍ସ, ଏବେ କଣ ବଦଳିବ ରାଜନୈତିକ ସମୀକରଣ ?

୨୦ ବର୍ଷ ପରେ ଗୋଟିଏ ମଞ୍ଚରେ ଠାକରେ ବ୍ରଦର୍ସ, ଏବେ କଣ ବଦଳିବ ରାଜନୈତିକ ସମୀକରଣ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବାରମ୍ବାର ପରିସ୍ରା ଲାଗୁଛି କି? ଜାଣି ରଖନ୍ତୁ…
  • ତାମିଲନାଡୁରେ ୯ ଜଣ ପୋଲିସ ବାବୁଙ୍କୁ ମୃତ୍ୟୁ ଦଣ୍ଡାଦେଶ
  • ପୁଣି ଓପାସରେ ପ୍ରଭୁ ଶ୍ରୀଲିଙ୍ଗରାଜ
  • ସ୍ବତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା
  • ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.