Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଆପଣଙ୍କ ସହରରେ କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦାମ

Sanchar Live by Sanchar Live
July 12, 2025
in ଓଡିଶା
0
ଜାଣନ୍ତୁ ଆପଣଙ୍କ ସହରରେ କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦାମ
0
SHARES
23
VIEWS
FacebookTwitter

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ । ଆଜି କିଛି ସହରରେ ପେଟ୍ରୋଲ ଓ ଡିଜେଲ ଦର କମିଛି ତ କେଉଁଠି ବଢିଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୬୯ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ତେବେ ଭୁବନେଶ୍ୱରରେ ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ୍ ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Tags: dieselodishapetrol
ShareTweetShareSend
Sanchar Live

Sanchar Live

Next Post
ସମାଜର କଙ୍ଗାରୁ କୋର୍ଟ; ବଳଦ ସାଜି ହଳ କଲେ ପ୍ରେମୀଯୁଗଳ …

ସମାଜର କଙ୍ଗାରୁ କୋର୍ଟ; ବଳଦ ସାଜି ହଳ କଲେ ପ୍ରେମୀଯୁଗଳ …

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା
  • ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ନାରାବାଜି କରିବାକୁ ମନା
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.