Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲ

Sanchar Live by Sanchar Live
August 24, 2024
in ଅପରାଧ
0
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲ । କାରାଦଣ୍ଡ ସହ ୫୫ ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଲେ ଫୁଲବାଣୀ ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାସ । ଜୋରିମାନା ଅନାଦେୟ ୮ ମାସ ଅଧିକ କାରାଦଣ୍ଡ ଆଦେଶ । ଅଭିଯୁକ୍ତ ଜଣକ ହେଲେ ବାଲିଗୁଡ଼ା ଥାନା ଅଞ୍ଚଳର ରାଜେଶ ଦାସ । ୨୦୨୧ରେ ଘଟିଥିଲା ଘଟଣା । ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଦୁଷ୍କର୍ମ କରିଥିଲା ଅଭିଯୁକ୍ତ । ଘଟଣାର ପ୍ରଘଟ କଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲା । ନାବାଳିକା ଗର୍ଭବତୀ ହେବା ପରେ ପରିବାର ଲୋକେ ଜାଣିପାରି ଥାନାରେ ଏତଲା ଦେଇଥିଲେ । ୧୬ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଆଜି ବିଚାରପତି ଅଭିଯୁକ୍ତ ରାଜେଶକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ ।

Tags: crimephulbani
ShareTweetShareSend
Sanchar Live

Sanchar Live

Next Post
ବଢିଲା ରିପବ୍ଲିକାନ ପ୍ରାର୍ଥୀ ଡୋନାଲଡ ଟ୍ରମ୍ପଙ୍କ ବଳ

ବଢିଲା ରିପବ୍ଲିକାନ ପ୍ରାର୍ଥୀ ଡୋନାଲଡ ଟ୍ରମ୍ପଙ୍କ ବଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.