Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବାପାଙ୍କୁ ମାରିଦେଲା ମଦୁଆ ପୁଅ

Sanchar Live by Sanchar Live
March 27, 2025
in ଅପରାଧ
0
ବାପାଙ୍କୁ ମାରିଦେଲା ମଦୁଆ ପୁଅ
0
SHARES
6
VIEWS
FacebookTwitter

ଫୁଲବାଣୀ ଫିରିଙ୍ଗିଆ ବ୍ଲକରେ ଦିନକୁ ଦିନ ବିଗୁଡୁଛି ଆଇନଶୃଙ୍ଖଳା । ଅପରାଧ, ହତ୍ୟା, ଚୋରି ଭଳି ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ନିଜ ଜନ୍ମକଲା ବୃଦ୍ଧ ବାପାକୁ ନିଶାସକ୍ତ ଅବସ୍ଥାରେ ନିର୍ମମ ଭାବରେ ମୁଣ୍ଡକୁ ହାତୁଡ଼ିରେ ପିଟି ପିଟି ହତ୍ୟା କରିଛି ପୁଅ । ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଘଟିଛି ଏପରି ଘଟଣା । ଲାମପଦର ଗାଁର ଡକେଣା ଦିଗାଲ ରାତିରେ ବାହାରକୁ ପରିଶ୍ରା କରିବାକୁ ଆସିଥିବାବେଳେ ପୁଅ ସୁରଜ ଦିଗାଲ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲା । ଘର ବାହାରେ ନିଜ ବାପାଙ୍କୁ ଗାଳି ମନ୍ଦ କରିବା ପରେ ଉତ୍ୟକ୍ତ ହୋଇ ହାତୁଡ଼ିରେ ମୁଣ୍ଡକୁ ବାରମ୍ବାର ପ୍ରହାର କରିଥିଲା । ଘଟଣା ସ୍ଥଳରେ ବୃଦ୍ଧ ବାପା ଟଳି ପଡିଥଲେ l ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ପ୍ରଧାନ, ଏସଆଇ ଅଜୟ କୁମାର ସାହୁ ଓ ଟିମ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ହତ୍ୟାକାରୀ ସୁରଜ ଦିଗାଲକୁ ଗିରଫ କରିଛନ୍ତି l ପୋଲିସ ସହ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଅନ୍ୟପଟେ ନିଜେ ହତ୍ୟାକାରୀ ପୁଅ ସମସ୍ତ ଘଟଣାକୁ ସ୍ୱୀକାର କରିଥିବା ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତି l

Tags: crimephulbani
ShareTweetShareSend
Sanchar Live

Sanchar Live

Next Post
ବିବାହର ୧୫ଦିନରେ ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ବିବାହର ୧୫ଦିନରେ ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.