Thursday, July 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଭାରତୀୟ ସୀମାବର୍ତ୍ତୀ ଲୋକଙ୍କୁ ବଙ୍କର ଭିତରକୁ ଯିବାକୁ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ

Sanchar Live by Sanchar Live
May 7, 2025
in ଭାରତ
0
ଭାରତୀୟ ସୀମାବର୍ତ୍ତୀ ଲୋକଙ୍କୁ ବଙ୍କର ଭିତରକୁ ଯିବାକୁ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ
0
SHARES
90
VIEWS
FacebookTwitter

ଭାରତୀୟ ସୀମାବର୍ତ୍ତୀ ଲୋକଙ୍କୁ ବଙ୍କର ଭିତରକୁ ଯିବାକୁ ନିର୍ଦ୍ଦେଶ ଦେଲେ ଗୃହମନ୍ତ୍ରୀ ଅମିତ ଶାହ। ଭାରତର ଏୟାରଷ୍ଟ୍ରାଇକ୍ ପରେ ପାକ୍ ଛାନିଆ ।
ନରମିଲା ପାକ୍ ପ୍ରତିରକ୍ଷା ମନ୍ତ୍ରୀଙ୍କ ସ୍ବର । ହେଲେ ଔଷଧ ନପାଇ ତାଟିଆ କାମୁଡିବା ପରି ସୀମାରେ ଭାରତ ଆଡକୁ ଗୁଳି ବର୍ଷା କରୁଛି ପାକ୍ ସେନା । ଏଭଳି ସ୍ଥିତିରେ ବଙ୍କର ଭିତରକୁ ପଳାଇଯିବାକୁ ସୀମାବର୍ତ୍ତି ବାସିନ୍ଦାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହ ।

ପାକିସ୍ତାନରେ ଏମରଜେନ୍ସି ଜାରି ହୋଇଛି । ଭାରତର ଆକ୍ରମଣ ପରେ ପାକିସ୍ତାନର ସବୁ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି । ମେଡିକାଲରେ ମଧ୍ୟ ଜରୁରୀକାଳୀନ ସ୍ଥିତି ଘୋଷଣା ହୋଇଛି । ରାୱଲପିଣ୍ଡି , ଲାହୋର ବିମାନବନ୍ଦର ବନ୍ଦ ରହିଛି । ସୀମାକୁ ପାକିସ୍ତାନ ସେନା ପଠାଇଥିବା ସୂଚନା ମିଳିଛି  । ଏପଟେ ଭାରତ ସୀମାରେ ଥିବା ଯବାନଙ୍କୁ ତତ୍ପର ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାରାମିଲିଟାରୀ ଫୋର୍ସଙ୍କ ଛୁଟି ବାତିଲ ହୋଇଛି । ଏନେଇ ଗୃହମନ୍ତ୍ରାଳୟ ପକ୍ଷରୁ  ନିର୍ଦ୍ଦେଶ ଜାରି ହୋଇଛି ।

Tags: AmitshahBunkeroperation sindoor
ShareTweetShareSend
Sanchar Live

Sanchar Live

Next Post
ସିନ୍ଦୁରର ବଦଲା ମିସାଇଲରେ.. ଜାଣନ୍ତୁ କଣ କହିଲେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

ସିନ୍ଦୁରର ବଦଲା ମିସାଇଲରେ.. ଜାଣନ୍ତୁ କଣ କହିଲେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
  • ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?
  • ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
  • ବର୍ଷା ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି
  • ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.