Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଥାଇଲ୍ୟାଣ୍ଡରେ ପ୍ରଧାନମନ୍ତ୍ରୀ ମୋଦୀ

Sanchar Live by Sanchar Live
April 3, 2025
in ବିଦେଶ
0
ଥାଇଲ୍ୟାଣ୍ଡରେ ପ୍ରଧାନମନ୍ତ୍ରୀ ମୋଦୀ
0
SHARES
8
VIEWS
FacebookTwitter

ଥାଇଲ୍ୟାଣ୍ଡରେ ପ୍ରଧାନମନ୍ତ୍ରୀ ମୋଦୀ । ବିମଷ୍ଟ୍ରେକ ସମ୍ମିଳନୀରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ଥାଇଲ୍ୟାଣ୍ଡ ଗସ୍ତ କରିଛନ୍ତି । ମଞ୍ଚରେ ପରିବେଷିତ ଥାଇ ରାମାୟଣକୁ ମନଭରି ଉପଭୋଗ କଲେ ପ୍ରଧାନମନ୍ତ୍ରୀ ମୋଦୀ । ରାମାୟଣ ଶେଷ ପରେ ମଞ୍ଚରେ ଅଭିନୟ କରୁଥିବା କଳାକାରଙ୍କ ସହ ଫଟୋ ଉଠାଇ ସେହି ସ୍ମରଣୀୟ ମୁହୂର୍ତ୍ତକୁ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ମୋଦୀ । ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଏକ ଅନନ୍ୟ ସାଂସ୍କୃତିକ ସଂଯୋଗର ମୁକସାକ୍ଷୀ ସାଜିଲି । ଥାଇ ରାମାୟଣ, ରାମାକିଏନର ଏକ ମନଛୁଆଁ ପ୍ରଦର୍ଶନର ସାକ୍ଷୀ ପାଲଟିଥିଲେ । ଭାରତ ଏବଂ ଥାଇଲ୍ୟାଣ୍ଡର ଶତାବ୍ଦୀ ପୁରୁଣା ସମ୍ପର୍କ ଆମର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ସମ୍ପର୍କ ମାଧ୍ୟମରେ ଜଡିତ। ବୌଦ୍ଧ ଧର୍ମର ପ୍ରସାର ଆମ ଲୋକଙ୍କୁ ଯୋଡିଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ।

ଏଥିସହ ଥାଇଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା କରିଥିଲେ ମୋଦୀ । ମୋଦୀ କହିଥିଲେ, ମୁଁ ଥାଇଲ୍ୟାଣ୍ଡ ସରକାରଙ୍କ ପ୍ରତି କୃତଜ୍ଞ ଯେ ମୋର ଗସ୍ତ ସମୟରେ, ୧୮ଶହ ଶତାବ୍ଦୀର ରାମାୟଣ କାରାକୃତି ଉପରେ ଆଧାରିତ ଏକ ସ୍ମାରକୀ ଡାକଟିକଟ ଜାରି କରାଯାଇଥିଲା । ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣରେ ଥାଇଲ୍ୟାଣ୍ଡର ବିଶେଷ ସ୍ଥାନ ରହିଛି ବୋଲି ଦାବି କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ଏବଂ ଥାଇଲ୍ୟାଣ୍ଡ ମୁକ୍ତ, ଖୋଲା, ଅନ୍ତର୍ଭୁକ୍ତ, ନିୟମ-ଭିତ୍ତିକ କ୍ରମକୁ ସମର୍ଥନ କରନ୍ତି; ଆମେ ବିସ୍ତାରବାଦ ନୁହେଁ, ବିକାଶବାଦ ନୀତିରେ ବିଶ୍ୱାସ କରୁ । ଭାରତ-ଥାଇଲ୍ୟାଣ୍ଡ ସମ୍ପର୍କକୁ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଛୁ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି । ବ୍ୟାଙ୍କକର ସରକାରୀ ଗୃହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପାଟୋଙ୍ଗଟାର୍ଣ୍ଣ ସିନାୱାତ୍ରା ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏବଂ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ସିନାୱାତ୍ରାଙ୍କ ଉପସ୍ଥିତିରେ ଭାରତ ଏବଂ ଥାଇଲ୍ୟାଣ୍ଡ ମଧ୍ୟ ବୁଝାମଣାପତ୍ର  ସ୍ବାକ୍ଷର ହୋଇଥିଲା

Tags: pm modithailand
ShareTweetShareSend
Sanchar Live

Sanchar Live

Next Post
ଗରମ ଦିନରେ ଶରୀରରେ ଦେଖାଦେଇପାରେ ଏହି ସବୁ ରୋଗ

ଗରମ ଦିନରେ ଶରୀରରେ ଦେଖାଦେଇପାରେ ଏହି ସବୁ ରୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.