Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଭାରତ ସରକାରଙ୍କ ବିଭିନ୍ନ ବିଭାଗର ସଚିବମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉଚ୍ଚସ୍ତରୀୟ ବୈଠକ

Sanchar Live by Sanchar Live
May 8, 2025
in ଭାରତ
0
ଭାରତ ସରକାରଙ୍କ ବିଭିନ୍ନ ବିଭାଗର ସଚିବମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉଚ୍ଚସ୍ତରୀୟ ବୈଠକ
0
SHARES
15
VIEWS
FacebookTwitter

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗର ସଚିବମାନଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ସାମ୍ପ୍ରତିକ ଘଟଣାକ୍ରମକୁ ଦୃଷ୍ଟିରେ ରଖି ବୈଠକରେ ଜାତୀୟ ପ୍ରସ୍ତୁତି ଏବଂ ଆନ୍ତଃମନ୍ତ୍ରିସ୍ତରୀୟ ସମନ୍ୱୟର ସମୀକ୍ଷା କରାଯାଇଛି ।

ବୈଠକରେ ପରିଚାଳନାଗତ ନିରନ୍ତରତା ଏବଂ ସଂସ୍ଥାଗତ ନମନୀୟତା ବଜାୟ ରଖିବା ପାଇଁ ମନ୍ତ୍ରଣାଳୟ ଏବଂ ଏଜେନ୍ସିଗୁଡ଼ିକ ମଧ୍ୟରେ ନିରବଚ୍ଛିନ୍ନ ସମନ୍ୱୟର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ବର୍ତ୍ତମାନର ପରିସ୍ଥିତିର ମୁକାବିଲା ପାଇଁ ମନ୍ତ୍ରଣାଳୟଗୁଡ଼ିକ ଦ୍ୱାରା କରାଯାଇଥିବା ଯୋଜନା ଏବଂ ପ୍ରସ୍ତୁତିର ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ। ସଚିବମାନଙ୍କୁ ନିଜ ନିଜ ମନ୍ତ୍ରଣାଳୟର କାର୍ଯ୍ୟକଳାପର ଏକ ବିସ୍ତୃତ ସମୀକ୍ଷା କରିବା ଏବଂ ପ୍ରସ୍ତୁତି, ଜରୁରୀକାଳୀନ ପ୍ରତିକ୍ରିୟା ଓ ଆଭ୍ୟନ୍ତରୀଣ ଯୋଗାଯୋଗ ପ୍ରୋଟୋକଲ ଉପରେ ବିଶେଷ ଧ୍ୟାନ ଦେଇ ଅତ୍ୟାବଶ୍ୟକ ବ୍ୟବସ୍ଥାଗୁଡ଼ିକର ପୂର୍ଣ୍ଣ କାର୍ଯ୍ୟକାରିତା ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି.

ସଚିବମାନେ ବର୍ତ୍ତମାନର ପରିସ୍ଥିତିରେ ଏକ ସମ୍ପୂର୍ଣ୍ଣ ସରକାରୀ ଆଭିମୁଖ୍ୟ ସହିତ ସେମାନଙ୍କର ଯୋଜନା ବିସ୍ତୃତ ଭାବରେ ଉଲ୍ଲେଖ କରିଥିଲେ। ସମସ୍ତ ମନ୍ତ୍ରଣାଳୟସଂଘର୍ଷ ସମ୍ବନ୍ଧରେ ସେମାନଙ୍କ କାର୍ଯ୍ୟାନୁଷ୍ଠାନକୁ ଚିହ୍ନଟ କରିଛନ୍ତି ଏବଂ ପ୍ରକ୍ରିୟାକୁ ମଜବୁତ କରୁଛନ୍ତି। ସମସ୍ତ ପ୍ରକାରର ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ମନ୍ତ୍ରଣାଳୟଗୁଡ଼ିକ ପ୍ରସ୍ତୁତ ଅଛନ୍ତି। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ବିଶେଷକରି, ବେସାମରିକ ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା, ଭୂଲ ସୂଚନା ଏବଂ ମିଥ୍ୟା ଖବରର ମୁକାବିଲା ପାଇଁ ପ୍ରୟାସ ଏବଂ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମିର ସୁରକ୍ଷା ସୁନିଶ୍ଚିତ କରିବା ପ୍ରସଙ୍ଗକୁ ଆଲୋଚନାରେ ସାମିଲ କରାଯାଇଥିଲା।

ରାଜ୍ୟ କର୍ତ୍ତୃପକ୍ଷ ଏବଂ ତୃଣମୂଳ ସ୍ତରର ଅନୁଷ୍ଠାନ ଗୁଡ଼ିକ ସହିତ ଘନିଷ୍ଠ ସମନ୍ୱୟ ବଜାୟ ରଖିବାକୁ ମଧ୍ୟ ମନ୍ତ୍ରଣାଳୟଗୁଡ଼ିକୁ ପରାମର୍ଶ ଦିଆଯାଇଥିଲା।ଏହି ବୈଠକରେ କ୍ୟାବିନେଟ ସଚିବ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଗଣ ଏବଂ ପ୍ରତିରକ୍ଷା, ସ୍ୱରାଷ୍ଟ୍ର, ବୈଦେଶିକ ବ୍ୟାପାର, ସୂଚନା ଓ ପ୍ରସାରଣ, ଶକ୍ତି, ସ୍ୱାସ୍ଥ୍ୟ ଏବଂ ଦୂରସଞ୍ଚାର ସମେତ ପ୍ରମୁଖ ମନ୍ତ୍ରଣାଳୟର ସଚିବମାନେ ଯୋଗ ଦେଇଥିଲେ। ଦେଶ ଏକ ସମ୍ବେଦନଶୀଳ ସମୟ ଦେଇ ଗତି କରୁଥିବାରୁପ୍ରଧାନମନ୍ତ୍ରୀ ନିରନ୍ତର ସତର୍କତା, ସଂସ୍ଥାଗତ ସମନ୍ୱୟ ଏବଂ ସ୍ପଷ୍ଟ ଯୋଗାଯୋଗ ପାଇଁ ଆହ୍ୱାନ ଦେଇଛନ୍ତି।

Tags: narendramodiwar
ShareTweetShareSend
Sanchar Live

Sanchar Live

Next Post
ଭାରତ ଆକ୍ରମଣରେ ଭୟଭୀତ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଡାକିଲେ ଜରୁରୀ ବୈଠକ

ଭାରତ ଆକ୍ରମଣରେ ଭୟଭୀତ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଡାକିଲେ ଜରୁରୀ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.