Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଥାନାରେ ଅଧିକାରୀ ପିନ୍ଧିବେ ବଡି କ୍ୟାମେରା

Sanchar Live by Sanchar Live
October 27, 2024
in ଓଡିଶା
0
ଥାନାରେ ଅଧିକାରୀ ପିନ୍ଧିବେ ବଡି କ୍ୟାମେରା
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: କମିସନରେଟ ପୋଲିସ ଥାନାରେ ଅଧିକାରୀ ପିନ୍ଧିବେ ବଡି କ୍ୟାମେରା । ଅମାନିଆଙ୍କୁ ସାବାଡ ପାଇଁ କମିଶନରେଟ ପୋଲିସର ପକ୍ଷରୁ ଏହି ନୂଆ ଯୋଜନା କରାଯାଇଛି । ଥାନାରେ ଆସି ଉତ୍ପାତ ହେଉଥିବା ଅମାନିଆଙ୍କ ଭିଡିଓ ଓ ଅଡିଓ ରେକର୍ଡ କରିବ ଏହି କ୍ୟାମେରା । କମିଶନରେଟ୍ ପୋଲିସର ବିଭିନ୍ନ ଥାନାରେ ପାଇଲଟ ପ୍ରୋଜେକ୍ଟ ଆରମ୍ଭ ହୋଇଛି । ପୂର୍ବରୁ ଅନେକ ସମୟରେ ଥାନାରେ ମାତାଲ୍ ଯୁବତୀ ଓ ଯୁବକ ଆସି ପୋଲିସକୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବାର ଦୃଶ୍ୟ ସାମ୍ନାକୁ ଆସିଛି ।
ଥାନାରେ ଅନେକ ସମୟରେ ଅପ୍ରୀତିକର ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥାଏ । ତାକୁ ଆଖି ଆଗରେ ରଖି ଏହି ନୂଆ ଯୋଜନା କାର୍ଯ୍ୟକାରୀ କରିବାକୁ ଯୋଜନା କରିଛି କମିଶନରେଟ ପୋଲିସ । ସବୁ ଥାନାର ରିସେପସନ୍ ଓ ଅନ୍ୟ ପୋଲିସ କର୍ମଚାରୀ ପିନ୍ଧିବେ ବଡି କ୍ୟାମେରା । କ୍ୟାମେରାରେ ଥିବା ସ୍ଵତନ୍ତ୍ର ବଟନ ଚିପିଲେ କ୍ୟାମେରାରେ ରେକର୍ଡ ହେଉଥିବା ସମସ୍ତ ଦୃଶ୍ୟକୁ ଫୋନ୍ ମାଧ୍ୟମରେ ସିପି ଡିସିପି ଓ ଏସିପି ଦେଖି ପାରିବେ । ରେକର୍ଡ ହୋଇଥିବା ଭିଡିଓ ଓ ଅଡିଓ ଆଧାରରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ ।

Tags: cameraodishapolice
ShareTweetShareSend
Sanchar Live

Sanchar Live

Next Post
ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ

ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.