Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଓଡ଼ିଶା ମାଟିରେ ପହଞ୍ଚିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ

Sanchar Live by Sanchar Live
April 23, 2025
in ଓଡିଶା
0
ଆଜି ଓଡ଼ିଶା ମାଟିରେ ପହଞ୍ଚିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ
0
SHARES
35
VIEWS
FacebookTwitter

ଭୁବନେଶ୍ୱର : ଆଜି ଓଡ଼ିଶା ମାଟିରେ ପହଞ୍ଚିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ । ଅପରାହ୍ନରେ ଶ୍ରୀନଗରରୁ ୨ଟା ୩୫ମିନିଟରେ ଓଡ଼ିଶା ଅଭିମୁଖେ ବାହାରିବ ମୃତଦେହ । ଦିଲ୍ଲୀ ଦେଇ ୯ ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବ ପ୍ରଶାନ୍ତଙ୍କ ମରଶରୀର ।  ଏହା ପରେ ଭୁବନେଶ୍ୱରରୁ ପୁଣି ବାଲେଶ୍ୱର ସ୍ଥିତ ତାଙ୍କ ବାସଭବନକୁ ନିଆଯିବ ପ୍ରଶାନ୍ତଙ୍କ ମୃତଦେହ । ପ୍ରଶାନ୍ତଙ୍କ ମୃତୁ୍ୟକୁ ନେଇ ରେମୁଣା ସାରଗାାଁରେ ଶୋକାକୂଳ ପରିବେଶ ଖେଳିଯାଇଛି ।

ରେମୁଣା ବିଧାୟକ ପ୍ରଶାନ୍ତଙ୍କ ଘରେ ପହଞ୍ଚିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ସହଯୋଗ କରୁଥିବାବେଳେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗାଯୋଗରେ ଥିବା କହିଛନ୍ତି । ସେହିପରି ଆତଙ୍କୀ ଆକ୍ରମଣରେ ଓଡ଼ିଆ ପର୍ଯ୍ୟଟକଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ”ପାହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ମୁଁ ଦୃଢ ନିନ୍ଦା କରୁଛି । ଆମ ସମାଜରେ ହିଂସାର ସ୍ଥାନ ନାହିଁ ।  ମୃତକଙ୍କ ପରିବାରକୁ ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଏପରି କଠିନ ସମୟରେ ଓଡ଼ିଶା ପୀଡିତ ଓ ସେମାନଙ୍କ ପରିବାର ସହ ଛିଡା ହୋଇଛି ।”

ସୂଚନା ଅନୁସାରେ ଜମ୍ମୁ କଶ୍ମୀରର ପହଲଗାମରେ ମଙ୍ଗଳବାର ଅପରାହ୍ଣରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇଛନ୍ତି ଜଣେ ଓଡ଼ିଆ ପର୍ଯ୍ୟଟକ । ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ପ୍ରଶାନ୍ତ ଶତପଥୀ ଆତଙ୍କବାଦୀଙ୍କ ଦ୍ବାରା କରାଯାଇଥିବା ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି । ସେ ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ । ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ପର୍ଯ୍ୟଟକମାନଙ୍କ ଉପରେ ଅତର୍କିତ ଭାବେ ଗୁଳି ଚଳାଇଥିଲେ । ପ୍ରଶାନ୍ତଙ୍କ ମୃତ୍ୟୁ ନେଇ ଜମ୍ମୁ କଶ୍ମୀର ଅନନ୍ତନାଗ ପୋଲିସ ସ୍ପଷ୍ଟ କରିଛି । ଆତଙ୍କୀଙ୍କ ଗୁଳିରେ ପ୍ରଶାନ୍ତଙ୍କ ମୃତ୍ୟୁ ପରେ ସାରଗାଁ ଗ୍ରାମପଞ୍ଚାୟତରେ ଶୋକର ଛାୟା ଖେଳିଯାଇଛି ।

Tags: Jammukashmirodishaprasant satapathyterrorist attack
ShareTweetShareSend
Sanchar Live

Sanchar Live

Next Post
ଆତଙ୍କବାଦୀ ହମଲା: ୨୮ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଶାହ

ଆତଙ୍କବାଦୀ ହମଲା: ୨୮ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଶାହ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.