Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରତ୍ୟାଶା ରାୟଙ୍କୁ ମିଳିବ ଏକଲବ୍ଯ ପୁରସ୍କାର

Sanchar Live by Sanchar Live
September 22, 2024
in ଓଡିଶା
0
ପ୍ରତ୍ୟାଶା ରାୟଙ୍କୁ ମିଳିବ ଏକଲବ୍ଯ ପୁରସ୍କାର
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡିଶାର କ୍ରୀଡା କ୍ଷେତ୍ରରେ ଅନନ୍ୟ କୃତି ପାଇଁ ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିବ ଏକଲବ୍ଯ ପୁରସ୍କାର । ୨୦୨୪ ପାଇଁ ତାଙ୍କୁ ଏହି ସମ୍ମାଜନକ ପୁରସ୍କାର ଦେବାକୁ ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତି କ୍ରମେ ଘୋଷଣା କରାଇଛି । ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ୭ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ । ଏହାସହ ଜାତୀୟ ଓ ଆର୍ନ୍ତଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଧାବକ ଦଣ୍ଡପତି ମୃତ୍ୟୁମ୍ ଜୟରାମ ଓ ବାଡମିଣ୍ଟନ୍ ଖେଳାଳି ତନ୍ୱୀ ପତ୍ରୀଙ୍କୁ ଦେଢ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇ ସମ୍ମାନିତ କରାଯିବ । ଭାରତର ପ୍ରମୁଖ ଫେରୋ ଆଲଏଜ୍ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍ ମେଟାଲସ୍ ପବ୍ଳିକ୍ ରିଟେବଲ୍ ଟ୍ରଷ୍ଟ୍ ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା । ଜାତୀୟସ୍ତରର ବହୁ ପୁରସ୍କାର । କ୍ରୀଡା କ୍ଷେତ୍ରରେ ବିଗତ ଦୁଇ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡିଆ କ୍ରୀଡାବିତ୍‌ମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଏ । ଏହି ଅବସରରେ ଇମ୍ପାକ୍ଟର ଟ୍ରଷ୍ଟି ତଥା ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, ଏହି ପୁରସ୍କାର ମାଧ୍ୟମରେ ରାଜ୍ୟର ଉଦୀୟମାନ କ୍ରୀଡାବିତ୍‌ମାନଙ୍କୁ ପ୍ରୋତ୍ସାହନ ପ୍ରଦାନ କରିବା ହେଉଛି ଆମର ମୂଳ ଲକ୍ଷ୍ୟ । ପୂର୍ବରୁ ଏକଲବ୍ଯ ପୁରସ୍କାର ରାଶି ୫ ଲକ୍ଷ ଟଙ୍କା ଥିବାବେଳେ ଏହାକୁ ବର୍ଦ୍ଧିତ କରାଯାଇ ୭ ଲକ୍ଷ ଟଙ୍କା କରାଯାଇଛି । ସେହିପରି କ୍ରୀଡ଼ା କ୍ଷେତ୍ରରେ ଅବଦାନ ପାଇଁ ଦିଆଯାଉଥିବା ପୁରସ୍କାର ୧ ଲକ୍ଷ ଟଙ୍କାରୁ ଦେଢ ଲକ୍ଷ ଟଙ୍କା କରାଯାଇଛି । ଏକଲବ୍ୟ ପୁରସ୍କାର କମିଟିର ଆବାହକ ଶଶାଙ୍କ ପଟ୍ଟନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Tags: ekalaby prizepratyasha ray
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୨୮ ତାରିଖରେ ହେବ ଉତ୍କଳ ଚାମ୍ବର୍ସ ଅଫ୍‌ କମର୍ସ ନିର୍ବାଚନ

ଆସନ୍ତା ୨୮ ତାରିଖରେ ହେବ ଉତ୍କଳ ଚାମ୍ବର୍ସ ଅଫ୍‌ କମର୍ସ ନିର୍ବାଚନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.