Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Sanchar Live by Sanchar Live
December 3, 2024
in ଓଡିଶା
0
ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
0
SHARES
4
VIEWS
FacebookTwitter

ଭୁବନେଶ୍ୱର : ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ବିମାନ ବନ୍ଦରରୁ ଚନ୍ଦ୍ରଶେଖରପୁର ଯାଇ ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନବନିର୍ମିତ ପ୍ରତିମୂର୍ତ୍ତୀକୁ ଉଦଘାଟନ କରିବେ। ସନ୍ଧ୍ୟାରେ ସେ ରାଜଭବନ ଫେରି ସେଠାରେ ରାତ୍ରୀଯାପନ କରିବେ।

ଆସନ୍ତାକାଲି ସକାଳୁ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସକାଳ ୯ଟା ୫୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଁଚିବେ। ସକାଳ ୧୦ଟା ୧୫ରେ ସେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଯିବେ। ଏହାପରେ ସେ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୪ଟା ୧୦ରେ ପୁରୀ ବ୍ଲୁ-ଫ୍ଲାଗ ବିଚରେ ପହଁଚିବେ ।

ସେଠାରେ ସେ ନୌସେନା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ବ୍ଲୁ-ଫ୍ଲାଗ ବିଚରେ ସେ ଅପରାହ୍ନ ୫ଟା ୪୫ରେ ସେ ପୁରୀ ରାଜଭବନକୁ ପ୍ରତ୍ୟାବର୍ତ୍ତନ କରିବେ। ଡିସେମ୍ବର ୫ ତାରିଖରେ ପୂର୍ବାହ୍ନ ୧୦ଟା ୫୫ରେ ଓଡିଶା କୃଷି ବିଶ୍ବବିଦ୍ୟାଳୟର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ଅପରାହ୍ନ ୫ଟା ୨୦ରେ ଭୁବନେଶ୍ବରରେ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦଘାଟନ କରିବେ । ୬ ତାରିଖ ସକାଳ ୯ଟା ୫ରେ ଭୁବନେଶ୍ବର ଏଜି ଛକ ସ୍ଥିତ ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।

ସେଠାରେ ସେ ସିଧାସଳଖ ଭୁବନେଶ୍ବର ବିମାନ ବନ୍ଦର ଯାଇ ପଶ୍ଚିମବଙ୍ଗ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ପାଇଁ କଡାକଡି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ 3 ଜଣ ଡିସିପି ରାଙ୍କର ଅଫିସର, 15 ଜଣ ଅତିରିକ୍ତ ଡିସିପି ରାଙ୍କର ଅଫିସର, 45 ଏସିପି ରାଙ୍କର ଅଫିସର, 200 ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ସୁରକ୍ଷା ଦାୟିତ୍ୱରେ ରହିବେ। ଟ୍ରାଫିକ ନିୟନ୍ତ୍ରଣ ସହ ସୁରକ୍ଷା ବ୍ୟବସ୍ଥା ପାଇଁ 40 ପ୍ଲାଟୁନରୁ ଉର୍ଦ୍ଧ୍ବ ଫୋର୍ସ ମୁତୟନ ହେବ।

Tags: dropadi murmuodisha
ShareTweetShareSend
Sanchar Live

Sanchar Live

Next Post
ସାରଙ୍କ ରାଜନୀତି ପ୍ରେମ, ଭତ୍ତା ଓ ରାସନ୍ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଲେ ସ୍କୁଲ ଶିକ୍ଷକ

ସାରଙ୍କ ରାଜନୀତି ପ୍ରେମ, ଭତ୍ତା ଓ ରାସନ୍ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଲେ ସ୍କୁଲ ଶିକ୍ଷକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.