Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

Sanchar Live by Sanchar Live
November 24, 2024
in ଓଡିଶା
0
ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଡିସେମ୍ବର ୪ ତାରିଖରେ ପୁରୀକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ ଠାରେ ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।  ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ଏହା ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ପୁଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଆଜି ପୁରୀ ଗସ୍ତରେ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ ସହ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ସୁରକ୍ଷା ଦାୟିତ୍ୱରେ ସମୁଦାୟ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ ।  ଭୁବନେଶ୍ଵର ଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ୍ ଏବଂ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି ।

Tags: odishapresident of india
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.