Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

 ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Sanchar Live by Sanchar Live
March 12, 2025
in ଓଡିଶା
0
 ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
0
SHARES
22
VIEWS
FacebookTwitter

ଭୁବନେଶ୍ୱର : ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ମହାମହିମ୍ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ନୟାଗଡ଼ ଜିଲ୍ଲା ଗସ୍ତ କରିବେ। ସେଠାରେ କଣ୍ଟିଲୋ ନୀଳମାଧବଙ୍କ ପୂଜାର୍ଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି ।

ଏହାପରେ ଭୁବନେଶ୍ବର ଫେରି ଆସି ରାଜଭବନରେ ରାତ୍ରୀଯାପନ କରିବେ । ୨୫ ତାରଖ ସକାଳୁ କଟକ ଗସ୍ତ କରିବେ । ରେଭେନ୍ସା ବିଶ୍ବିଦ୍ୟାଳୟର ୧୩ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଦ୍ରୌପଦୀ ମୁର୍ମୁ । ପରେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ । ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ମହାମହିମ୍ ।

Tags: Dropadimurmuodishapresident of india
ShareTweetShareSend
Sanchar Live

Sanchar Live

Next Post
ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା

ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.