Thursday, February 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି

Sanchar Live by Sanchar Live
October 15, 2024
in ଓଡିଶା
0
ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି।‌ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ବୈଠକ କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୨୪ରେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପୂର୍ବାହ୍ନ ୧୦ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ମହାପ୍ରଭୁଙ୍କ ଦର୍ଶନ ଅଭିମୁଖେ ଯିବେ ରାଷ୍ଟ୍ରପତି।

ପୂର୍ବାହ୍ନ ପ୍ରାୟ ୧୧ଟା ୨୦ ରୁ ୧୧ଟା ୫୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହି ମହାପ୍ରଭୁଙ୍କ ଦର୍ଶନ କରିବେ। ମଧ୍ୟାହ୍ନ ୧୨ଟା ୧୦ ରୁ ୧ଟା ପର୍ଯ୍ୟନ୍ତ ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି। ପରେ ପୁରୀ ରାଜଭବନରେ ବିଶ୍ରାମ ନେବା ପରେ ଅପରାହ୍ନ ୩ଟା ୨୦ ରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Tags: president of indiapuri
ShareTweetShareSend
Sanchar Live

Sanchar Live

Next Post
ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ପ୍ଲଟ ପଞ୍ଜିକରଣ

ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ପ୍ଲଟ ପଞ୍ଜିକରଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • WPL ଫାଇନାଲ : ଅଧା ରହିଗଲା ଦିଲ୍ଲୀର ସ୍ବପ୍ନ, ପୁଣି ବାଜି ମାରିନେଲା ଆରସିବି
  • ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
  • ବେଦାନ୍ତ ଆଲୁମିନିୟମର ‘ମିଲାପ’ କିପରି କଳାହାଣ୍ଡିରେ ଗୋଷ୍ଠୀଗତ ଯୋଗଦାନକୁ ଦେଉଛି ନୂଆ ରୂପ
  • ଟ୍ରାକ୍ଟର ଧକ୍କାରେ ବାଇକ୍ ଆରୋହୀ ମୃତ
  • ପୁଣି କମିଲା ସୁନା ଏବଂ ରୂପା ଦର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.