Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାଲେଶ୍ୱର ଏଫ .ଏମ ଛାତ୍ରୀ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କଲେ ଆଇନ ମନ୍ତ୍ରୀ

Sanchar Live by Sanchar Live
July 16, 2025
in ଓଡିଶା
0
ବାଲେଶ୍ୱର ଏଫ .ଏମ ଛାତ୍ରୀ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କଲେ ଆଇନ ମନ୍ତ୍ରୀ
0
SHARES
47
VIEWS
FacebookTwitter

ସଂଚାର ବ୍ୟୁରୋ: ସରକାର ତୁରନ୍ତ ପଦକ୍ଷେପ ନେଇଛନ୍ତି ।  ଆଗରୁ ଆହୁରି କଠୋରରୁ କଠୋର ନିଷ୍ପତ୍ତି ନିଆଯିବ ।  ଘଟଣାରେ ସାମାନ୍ୟତମ ସଂଶ୍ଲିଷ୍ଟ ଥିବା ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ ।  ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେ ଦିଗରେ ପଦକ୍ଷେପ ନିଆଯିବ ।

ସରକରଙ୍କ ତରଫରୁ ଏ ଘୋଷଣା ପରେ ମଧ୍ୟ ଘଟଣାର ରାଜନୀତିକରଣକୁ ନିନ୍ଦା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।  କହିଛନ୍ତି, ଏବେ କୌଣସି ଘଟଣା ଘଟିଲେ ଶାଗୁଣା ପରି ଝାମ୍ପି ପଡ଼ିବା ପରି ନୂଆ ପରମ୍ପରା ଆରମ୍ଭ କରିଛନ୍ତି ବିରୋଧୀ ।  ସେମାନେ ଏଥିରୁ ନିବୃତ୍ତ ରୁହନ୍ତୁ ।  ବିରୋଧୀଦଳ ବାସ୍ତବ ଭୂମିକା ଗ୍ରହଣ କରନ୍ତୁ ।  ଘଟଣାକୁ ନେଇ ଜୋରଜବରଦସ୍ତ ରାଜନୀତି କରାନଯାଉ ବୋଲି କହିଛନ୍ତି ଆଇନମନ୍ତ୍ରୀ ।

ବାଲେଶ୍ୱର ଏଫ.ଏମ ଛାତ୍ରୀଙ୍କ ବାପାମାଙ୍କ ବାରଣ ସତ୍ତ୍ୱେ ବିରୋଧୀ ଦଳ ଏହାକୁ ରାଜନୀତିକରଣ କରିବା, ଝିଅ ବଞ୍ଚିଥିବା ବେଳେ ତାକୁ ଅପମାନିତ କଥା କହି ଏବେ ନ୍ୟାୟ ଭିକ୍ଷା କରିବା ଅତ୍ୟନ୍ତ ଅପ୍ରସଙ୍ଗ କି ଗ୍ରହଣୀୟ ନୁହେଁ । ସେ ଝିଅର କଷ୍ଟକୁ ବଢାଇବାରେ ଯାହାର ବି ସାମାନ୍ୟ ଲିଙ୍କ୍ ଅଛି, ସମସ୍ତଙ୍କୁ ତଦନ୍ତ ପରିସକୁ ଅଣାଯିବ ।

Tags: balasorelaw minister
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.