Sunday, June 22, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଆଶ୍ରମ ସ୍କୁଲର ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା

Sanchar Live by Sanchar Live
August 13, 2024
in ଅପରାଧ
0
ଆଶ୍ରମ ସ୍କୁଲର ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଆଶ୍ରମ ସ୍କୁଲରେ ପଢୁଥିବା ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ଯୁକୁ ନେଇ  ଉତ୍ତେଜନା ଦେଖାଦେଇଛି । ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ନୁଆମାଳିଆ ଆଶ୍ରମ ସ୍କୁଲରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମାଇନ ହୋଙ୍କ ମୃତ୍ଯୁ ହୋଇଥିଲା । ମୃତ ମାଇନ ହୋ ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ସାରବିଲ ଗାଁର ହୋଇଥିବାବେଳେ ମାମୁଘରେ ରହି ପାଠ ପଢୁଥିଲେ । ଗତ ୧୦ ତାରିଖରେ ସ୍କୁଲରେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ପରେ ତାଙ୍କର ମୃତ୍ଯୁ ଘଟିଥିଲା । ଝିଅର ମୃତ୍ଯୁ ପାଇଁ ପରିବାର ଲୋକ ଓ ଗ୍ରାମବାସୀ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି । ଝିଅର ଦେହ ଖରାପ ହେବାପରେ ପରିବାର ଲୋକଙ୍କୁ ନଜଣାଇ କିପରି ଦାନଗଦି ଓ ପରେ କଟକ ମେଡିକାଲକୁ ନିଆଗଲା ବୋଲି ପ୍ରଶ୍ନ ଉଠିଛି ।  ଅଭିଯୋଗକୁ ସ୍କୁଲ କର୍ତ୍ତୃପକ୍ଷ ଖଣ୍ଡନ କରିଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Tags: anandpurcrimestudent death
ShareTweetShareSend
Sanchar Live

Sanchar Live

Next Post
ସୁଭଦ୍ରା ସହାୟତା ନଦେବାକୁ ଫିଡବ୍ଯାକ ବାହାନା କରୁଛି ବିଜେପି : ପ୍ରମିଳା ମଲ୍ଲିକ

ସୁଭଦ୍ରା ସହାୟତା ନଦେବାକୁ ଫିଡବ୍ଯାକ ବାହାନା କରୁଛି ବିଜେପି : ପ୍ରମିଳା ମଲ୍ଲିକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.